ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କଲେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ଲଗାଣ ବର୍ଷା ଓ ବନ୍ୟାଜଳ ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ଅଞ୍ଚଳ ଗୁଡ଼ିକର ସ୍ଥିତି ପରଖିବା ପାଇଁ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଆଜି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ!-->…
Read More...
Read More...