କନ୍ଧମାଳରେ ୧୭ ଜଣ କଂଗ୍ରେସ କର୍ମୀଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ପାଇଁ ଚିଠି ଲେଖିଲେ ରାଜ୍ୟ ସଭାପତି
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୂର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ ବ୍ଲକର ମୋଟ ୧୭ ଜଣ ଦଳୀୟ କର୍ମୀ ଓ ନେତାଙ୍କୁ କୌଣସି କାରଣରୁ ନିଲମ୍ବିତ କରିଥିଲେ । ତାଙ୍କୁ ନିଲମ୍ବନ!-->…
Read More...
Read More...