ରାଉରକେଲା କଲେଜରେ ଆଲୋଚନା ଚକ୍ର ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର-୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଏବଂ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲା ସଭାଗୃହରେ 'ଶୃଙ୍ଖଳା, ସଂଯମତା ଓ ଛାତ୍ର ଜୀବନ' ଶୀର୍ଷକକୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡଃ ରବୀନ୍ଦ୍ର!-->…
Read More...
Read More...