ଲଘୁଚାପ ଜନିତ ଲଗାଣ ବର୍ଷା : ଗଛ ପଡି ରାସ୍ତା ଅବରୋଧ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଥିବାରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବାଲିଗୁଡ଼ାରୁ ରାଇକିଆ ଯିବା ରାସ୍ତାରେ ପିରିଗଡ଼ ପୂର୍ବରୁ ରାସ୍ତା ଉପରେ ଏକ ଗଛ ପଡ଼ିବା ଯୋଗୁଁ ଯାତାୟାତରେ ବାଧା ସୃଷ୍ଟି ହୋଇଥିଲା । ପ୍ରାୟ!-->…
Read More...
Read More...