ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସ୍ପିସିବି
ରାଉରକେଲା, (ସସ୍ମିତା ପ୍ରଧାନ) : କଠିନ ଆବର୍ଜନା ଓ ଫ୍ଲାଏଆସର ଅବୈଧ ଡମ୍ପିଂ ପାଇଁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ ଶାଖା ବିଭିନ୍ନ ଶିଳ୍ପ ପ୍ରତିଷ୍ଠାନ ଓ ସଂସ୍ଥାଙ୍କ ଠାରୁ ୨୦୨୫-୨୬ ଆର୍ଥିକ ବର୍ଷରୁ ଆଜି ପର୍ଯ୍ୟନ୍ତ ପ୍ରାୟ ୧.୮୦ କୋଟି ଟଙ୍କା ପରିବେଶଗତ!-->…
Read More...
Read More...