ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପ-ନିର୍ଦ୍ଦେଶକ ଭାବେ ବସନ୍ତ କୁମାର ପ୍ରଧାନଙ୍କ ଦାୟିତ୍ୱ ଗ୍ରହଣ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ ଭାବେ ବସନ୍ତ କୁମାର ପ୍ରଧାନ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ସେ ରାୟଗଡ଼ା ଓ କଳାହାଣ୍ଡି!-->…
Read More...
Read More...