କମ୍ୟୁନିଟ ସେଣ୍ଟର ଯୋଗ କେନ୍ଦ୍ରର ଅଷ୍ଠମ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ପତାଞ୍ଜଳି ଯୋଗ ପରିବାର ଦ୍ଵାରା ସଂଚାଳିତ ସେକ୍ଟର ୧ ସ୍ଥିତ କମ୍ୟୁନିଟ ସେଣ୍ଟର୍ ଯୋଗ କେନ୍ଦ୍ରର ଅଷ୍ଠମ ତମ ବାର୍ଷିକ ଉତ୍ସବ ବରିଷ୍ଠ ଯୋଗ ପ୍ରଶିକ୍ଷକ ଶ୍ରୀମତୀ ରଞ୍ଜିତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...