ସଂକୁଳ ସ୍ତରୀୟ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍ଘାଟିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍ଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଉପଜିଲ୍ଲାପାଳ ହେମସାଗର ଭୋଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ସମସ୍ତ ଗୁରୁଜୀ ଗୁରୁମାମାନଙ୍କୁ!-->…
Read More...
Read More...