ପାଇକମାଲ ଜବାହର ନବୋଦୟ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଉତ୍ସାହର ସହ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଜବାହର ନବୋଦୟ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ପରିସର ରଙ୍ଗୀନ ଆଲୋକରେ ଶୋଭା ପାଇଥିଲା ଓ ଛାତ୍ରଛାତ୍ରୀମାନେ ନାନା ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ!-->…
Read More...
Read More...