ପଦ୍ମ ପୁରସ୍କାର-୨୦୨୭ ପାଇଁ ନାମାଙ୍କନ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଖୋଲା
ନୂଆଦିଲ୍ଲୀ, (ପିଆଇବି) : ଗଣତନ୍ତ୍ର ଦିବସ ୨୦୨୭ ଅବସରରେ ଘୋଷଣା ହେବାକୁ ଥିବା ପଦ୍ମ ପୁରସ୍କାର-୨୦୨୭ ପାଇଁ ନାମାଙ୍କନ ଓ ସୁପାରିଶ ପ୍ରକ୍ରିୟା ୧୫ ମାର୍ଚ୍ଚ ୨୦୨୬ରୁ ଆରମ୍ଭ ହୋଇଛି। ଏହି ପୁରସ୍କାର ପାଇଁ ନାମାଙ୍କନର ଶେଷ ତାରିଖ ୩୧ ଜୁଲାଇ ୨୦୨୬ ଧାର୍ଯ୍ୟ କରାଯାଇଛି। ଇଚ୍ଛୁକ ବ୍ୟକ୍ତିମାନେ!-->…
Read More...
Read More...