ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ!-->…
Read More...
Read More...