କ.ନୂଆଗାଁ ବ୍ଲକ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବୀ ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘ ୫ ମାସ ହେଲା ବି.ଇ.ଓ. ପଦବୀ ଖାଲି ପଡିଛି । ଯାହାଫଳରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ।!-->…
Read More...
Read More...