ଧାନ ପରବର୍ତ୍ତୀ ପଡିଆ ଜମି ପରିଚାଳନା ସମ୍ୱନ୍ଧୀୟ କ୍ଷେତ୍ର ଦିବସ ଶିବିର
ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ବୁର୍ଡା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡିଶା ସରକାରଙ୍କ ତରଫରୁ କ୍ଷେତ୍ର ଦିବସ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟତଃ ଧାନ ପରବର୍ତ୍ତୀ ପଡିଆ ଜମିର ପରିଚାଳନା (ରାଜ୍ୟ ଯୋଜନା) ଏକ କାର୍ଯ୍ୟକ୍ରମ!-->…
Read More...
Read More...