Yearly Archives

2026

ଓଡ଼ିଆ ପକ୍ଷ ଅବସରରେ ଶିଶୁ କଥା ଦିବସ

"ଶିଶୁ ମାନଙ୍କ ଭାଷା ଓ ଚିନ୍ତନ ଶକ୍ତିକୁ ଉନ୍ନତ କରିବା ଆମର ପ୍ରଥମ କର୍ତ୍ତବ୍ୟ" ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ପକ୍ଷ-୨୦୨୬ ପାଳନ ଅବସରରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ପ୍ରାକ୍ଟିସିଂ ବିଦ୍ୟାଳୟ ଠାରେ 'ଶିଶୁ କଥା ଦିବସ' ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା
Read More...

ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର କଲ୍ୟାଣ ମଣ୍ଡପଠାରେ ୨ ଦିନ ଧରି ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି । ମଣ୍ଡଳ ସଭାପତି ହିମାଂଶୁ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା
Read More...

ଅନୁପମା ହୋଣ୍ଡା ସୋ’ ରୁମ୍‌ରୁ ଚୋରି

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଅନୁପମା ହୋଣ୍ଡା ସୋ' ରୁମ୍‌ରୁ ଲକ୍ଷାଧିକ ଟଙ୍କା ସହ କିଛି ଅତ୍ୟାବଶ୍ୟକ ସାମଗ୍ରୀ ପଛ କାନ୍ଥରେ ଗର୍ତ୍ତ କରି ଦୁର୍ବୃତ୍ତମାନେ ନେଇଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ । ସୋ' ରୁମ୍‌ ମାଲିକ ମଙ୍ଗଳବାର ଦୋକାନ ଖୋଲିବା ବେଳକୁ କାନ୍ଥରେ ଗର୍ତ୍ତ ଥିବା
Read More...

ପରୀକ୍ଷା ସମାପ୍ତ ହେବାର ଦୁଇଦିନ ମଧ୍ୟରେ ପରୀକ୍ଷା ଫଳାଫଳ ପ୍ରକାଶନ ପାଇଁ ବିପିୟୁଟିକୁ ଏସିଆ ବୁକ୍ ଅଫ୍ ରେକର୍ଡସ୍ ଏବଂ…

ରାଉରକେଲା, (ସସ୍ମିତା ପ୍ରଧାନ) : ଦକ୍ଷତା, ସ୍ୱଚ୍ଛତା ଏବଂ ଶିକ୍ଷାଗତ ଉତ୍କର୍ଷତା ପ୍ରତି ଏହାର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଥିବା ଏକ ଐତିହାସିକ ସଫଳତାରେ, ବିଜୁ ପଟ୍ଟନାୟକ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ, ଓଡ଼ିଶାକୁ ପରୀକ୍ଷା ସମାପ୍ତ ହେବାର ଦୁଇଦିନ ମଧ୍ୟରେ ୨୦୨୫-୨୬ର ଫଳାଫଳ
Read More...

ଖଦ୍ୟୋତ ତରଫରୁ ପୁରସ୍କାର ବିତରଣୀ ଉତ୍ସବ

ଶିଶୁ ମନର ବିକାଶ ପାଇଁ ଖଦ୍ୟୋତର ପ୍ରୟାସ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ଖଦ୍ୟୋତ ଅନୁଷ୍ଠାନ ତରଫରୁ ଶିଶୁମାନଙ୍କର ମନର ବିକାଶ ପାଇଁ ଏକ ଗୀତ, ଡ୍ରଇଂ, ଡ୍ୟାନ୍ସ କାର୍ଯ୍ୟକ୍ରମ ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

କୁମଝରିଆ ହାଇସ୍କୁଲରେ ଜଙ୍ଗଲ ସୁରକ୍ଷା ନେଇ ସଚେତନତା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଙ୍ଗଲ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର ରାଉରକେଲା ବନଖଣ୍ଡ ପକ୍ଷରୁ ଡ଼ିଏଫ୍‌ଓ ଯଶୋବନ୍ତ ସେଠିଙ୍କ ନିର୍ଦେଶ କ୍ରମେ କୁମଝରିଆ ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ ହାଇସ୍କୁଲର ପ୍ରଧାନ ଶିକ୍ଷକ
Read More...

ସାଇଟ କଲେଜରେ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦାଇପାଲି ପଲ୍ଲିଶ୍ରୀ ବିହାର ସ୍ଥିତ ସାଇଟ ନର୍ସିଂ କଲେଜ ସଭା ଗୃହରେ ରାମଜୀ ଯୁବକ ସଂଘ ତରଫରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ସଂଘର ସଭାପତି ଡା. ପ୍ରମୋଦ କୁମାର ମିଶ୍ର ସଭାପତିତ୍ୱ କରିଥିବା ବେଳେ ଭୀମ ଭୋଇ ମେଡିକାଲ କଲେଜର
Read More...

ଯୀଶୁଙ୍କ ଦୁଇଦିନିଆ ପୁନରୁତ୍ଥାନ ପର୍ବ ଉଦଯାପିତ : ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆର ବିଭିନ୍ନ ଚର୍ଚ୍ଚରେ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ପର୍ବ ବହୁ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । ସ୍ଥାନୀୟ କାଥଲିକ୍ ଚର୍ଚ୍ଚରେ ଧର୍ମ ଯାଜକ ପ୍ରଦୋଷ ଚନ୍ଦ୍ର ନାୟକଙ୍କ ପୌରହିତ୍ୟରେ
Read More...

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ସଂସଦ ଭବନର ପ୍ରତିକାତ୍ମକ ଭାବନା ପ୍ରତିଯୋଗିତା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ଠାରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ ଚାରିଟି ଜିଲ୍ଲାର ଆଞ୍ଚଳିକ ଇଏମ୍‌ଆର୍‌ଏସ୍‌ ସ୍ତରୀୟ ଯୁବ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରଥମ କରି ସଂସଦ ଭବନର
Read More...

ପ୍ରାକ୍ତନ ଏନ୍‌ଏସି ଏସଟି ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବନ୍ଧୁମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରାକ୍ତନ ଏନ୍‌ଏସି (ଏସ୍‌ଟି)ର ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଆବାହକ ପଦ୍ମନାଭ ଦାଶ, ମନ୍ମଥ ନାଥ ଜେନା, ବିଷ୍ଣୁ ଚରଣ ରାଉତ ଓ ଗୌରାଙ୍ଗ ଚନ୍ଦ୍ର ପାହାଡୀଙ୍କ ଆବାହକତ୍ଵରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ
Read More...