ଯୀଶୁଙ୍କ ଦୁଇଦିନିଆ ପୁନରୁତ୍ଥାନ ପର୍ବ ଉଦଯାପିତ : ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ
କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆର ବିଭିନ୍ନ ଚର୍ଚ୍ଚରେ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ପର୍ବ ବହୁ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି । ସ୍ଥାନୀୟ କାଥଲିକ୍ ଚର୍ଚ୍ଚରେ ଧର୍ମ ଯାଜକ ପ୍ରଦୋଷ ଚନ୍ଦ୍ର ନାୟକଙ୍କ ପୌରହିତ୍ୟରେ!-->…
Read More...
Read More...