ମୁରିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ!-->…
Read More...
Read More...