ସେବିକାଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରର କାର୍ଯ୍ୟରତ ସେବିକା ଶ୍ରୀମତୀ ଭଗବତୀ ଛଚାନଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସଭାପତି ପୃଥ୍ଵୀରାଜ ସାହୁ ସଭାପତିତ୍ଵ କରିଥିବା ବେଳେ ପ୍ରଧାନ!-->…
Read More...
Read More...