ବଲାଙ୍ଗିର ପଲିଥିନ୍ ବର୍ଜନ ପାଇଁ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ପୌର ପରିଷଦ ତରଫରୁ ବରିଷ୍ଠ ନାଗରିକ ମାନଙ୍କ ସହଭାଗିତାରେ ପଲିଥିନ୍ ବର୍ଜନ ପାଇଁ ଏକ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ବଲାଙ୍ଗିର ସହରର ଗୋପାଳଜୀ ମନ୍ଦିରରୁ ଏହି ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ବର୍ଜନ ଅଭିଯାନର ଶୁଭାରମ୍ଭ କରାଯାଇଥିଲା ।!-->…
Read More...
Read More...