ଅବକାରୀ ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ଜବତ : ୩ ଦାମୀ କାର ଜବତ ସହ ୭ ଯୁବକ ଗିରଫ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରବୀର ସାମଲଙ୍କ ନେତୃତ୍ଵରେ ଜିଲ୍ଲା ମୋବାଇଲ ୟୁନିଟ୍ ଓ ସଦର ରେଞ୍ଜ ପକ୍ଷରୁ ଜିଲ୍ଲାର ତିନୋଟି ପୃଥକ ସ୍ଥାନରେ ବିଭାଗ ପକ୍ଷରୁ ଚଢାଉ କରାଯିବା ସହ ୩ କ୍ଵିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ଏବଂ ୭ ଜଣଙ୍କୁ ଗିରଫ!-->…
Read More...
Read More...