ପ୍ରବଳ ବର୍ଷା ନେଇ ଗଞ୍ଜାମ ଜିଲ୍ଲାରେ ୨୩ ଓ ୨୪ ତାରିଖରେ ସ୍କୁଲ୍ କଲେଜ ବନ୍ଦ ରହିବ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା, ଜଳବନ୍ଦୀ ପରିସ୍ଥିତି ଓ ଯାତାୟାତରେ ସମ୍ଭାବ୍ୟ ବାଧାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷା ନିମନ୍ତେ ଜିଲ୍ଲାର ସମସ୍ତ ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱବିଦ୍ୟାଳୟର!-->…
Read More...
Read More...