ଜିଲ୍ଲାସ୍ତରୀୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ସଚେତନତା କାର୍ଯ୍ୟକ୍ରମ
ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ସହୀଦ ସ୍ମୃତି ଭବନରେ ଜିଲ୍ଲାସ୍ତରୀୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଉପଲକ୍ଷେ ବରିଷ୍ଠ ନାଗରିକଙ୍କ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...