Yearly Archives

2026

ଅଧିକାର ଓ ସ୍ୱାଭିମାନ ମେଳା : ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଜନଙ୍କୁ ସହାୟତା‌ ଉପକରଣ ବିତରଣ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଳକ ରେଙ୍ଗାଲି ଠାରେ ଭାରତୀୟ କୃତ୍ରିମ ଅଙ୍ଗ ନିର୍ମାଣ ନିଗମ (ଏଏଲ୍‌ଆଇଏମ୍‌ସିଓ) ସହାୟତାରେ ସାମାଜିକ ଅନୁଷ୍ଠାନ ଦିଶା ଏବଂ ରେଙ୍ଗାଲି ଗ୍ରାମବାସୀଙ୍କ ଦ୍ୱାରା ଅଧିକାର ଓ ସ୍ୱାଭିମାନ ମେଳା ଅନୁଷ୍ଠିତ ହୋଇଥିଲା । ସାମାଜିକ ନ୍ୟାୟ ଓ ସଶକ୍ତିକରଣ
Read More...

ଶିମିଳିପାଳରେ ରାଷ୍ଟ୍ରପତି : ଲୋକାର୍ପିତ ହେଲା ବିଏସନାଲ୍ ୪ଜି ଟାୱାର

ଇଣ୍ଟରନେଟ ସହ ଯୋଡ଼ି ହେଲେ ଶିମିଳିପାଳବାସୀଆଦିବାସୀ ମହିଳା ଓ ଯୁବବର୍ଗଙ୍କ ସହିତ ଭାବବିନିମୟଜଙ୍ଗଲ ରକ୍ଷାର ପ୍ରକୃତ ଯୋଦ୍ଧା ଆଦିବାସୀ: ରାଷ୍ଟ୍ରପତି ମୟୂରଭଞ୍ଜ, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଗସ୍ତର ତୃତୀୟ ଦିନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶିମିଳିପାଳକୁ ଯାଇଛନ୍ତି
Read More...

ଜାତୀୟ ଅସ୍ମିତା ରଗଵୀରେ ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀ ଖେଳାଳିଙ୍କ ଚମତ୍କାର ପ୍ରଦର୍ଶନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସ୍ତରୀୟ "ଅସ୍ମିତା ରଗଵୀ ଲିଗ" ରେ ଓଡିଶାର ୧୫ ବର୍ଷରୁ କମ, ୧୮ ବର୍ଷରୁ କମ ଓ ସିନିୟର ମହିଳା ବର୍ଗ ଦଳ ଚମ୍ପିୟାନ ହୋଇ ଇତିହାସ ରଚିଛନ୍ତି । ଓଡିଶା ସିନିୟର ଦଳରେ ମୟୂରଭଞ୍ଜ ଫ୍ୟୁଚର ଷ୍ଟାର ସ୍ପୋର୍ଟସ
Read More...

ଆନ୍ତଃ ଜିଲ୍ଲା ଯୁବ ବିନିମୟ ପ୍ରଶିକ୍ଷଣ ଶିବିର ଉଦଯାପିତ

ବରଗଡ଼, (ନିରୋଜ କୁମାର ପାଣୀ) : ଭାରତ ସରକାରଙ୍କ ଯୁବ ଏବଂ ଖେଳ ମନ୍ତ୍ରଣାଳୟର ଅଧୀନରେ କାର୍ଯ୍ୟ କରୁଥିବା ମେରା ଯୁବ ଭାରତ ବରଗଡ ଦ୍ୱାରା ପାଞ୍ଚ ଦିବସୀୟ ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଭିଡି ପ୍ଲେସରେ ଉଦଯାପିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ଭଟଲି ବିଧାୟକ ଇରାଶିଷ
Read More...

ଲଖମରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରୀକ୍ଷା ପେ ଚର୍ଚ୍ଚା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡର ଲଖମରା ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚଳିତ ମାସରେ ହେବାକୁ ଥିବା ବୋର୍ଡ଼ ପରୀକ୍ଷାରେ ବିଦ୍ୟାର୍ଥୀଙ୍କୁ ନୂତନ ଦିଗଦର୍ଶନ ଦେବା ପାଇଁ ଏକ ନୂତନ ଅଭିନବ ପ୍ରୋଗ୍ରାମ "ପରୀକ୍ଷା ପେ ଚର୍ଚ୍ଚା" ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

୪ ଜଣ ଛତିଶଗଡି ମାଓବାଦୀଙ୍କ ଆତ୍ମ ସମର୍ପଣ : ବନ୍ଧୁକ, ଜୀବନ୍ତ ଗୁଳି ଏବଂ ବହୁ ମାଓ ସାମଗ୍ରୀ ଜବତ

କନ୍ଧମାଳ, : (ସଞ୍ଜୟ କୁମାର ପାଣିଗ୍ରାହୀ) : ଅତି ଶୀଘ୍ର ହେବ କନ୍ଧମାଳ ମାଓ ମୁକ୍ତ ଜିଲ୍ଲା । ଏନେଇ ଜୋର ଯାର ପ୍ରସ୍ତୁତି ଚଳାଇଛନ୍ତି କନ୍ଧମାଳ ପୋଲିସ, ସିଆର୍‌ପିଏଫ୍‌ ଓ ବିଏସ୍‌ଏଫ୍‌ ଯବାନ ମାନେ । ଏହି କ୍ରମରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ପୋଲିସ ନୀତି ଶେଖର ଓ କନ୍ଧମାଳ ଏସପିଙ୍କ
Read More...

ଇ-ମେଲରେ ଫୁଲବାଣୀ କୋର୍ଟକୁ ବୋମା ଧମକ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି । ଏହି ଧମକ ଫୁଲବାଣୀ, ପୁରୀ ଓ କଟକ ଜିଲା ଦୌରା ଜଜ୍ କୋର୍ଟକୁ ଆସିଛି । ଏହି ଧମକ ଅଜଣା ଇ-ମେଲ୍ ଜରିଆରେ ଦିଆଯାଇଛି । ଫୁଲବାଣୀ କୋର୍ଟକୁ ଧମକ ମିଳିବା ପରେ ସମଗ୍ର କନ୍ଧମାଳ ଜିଲ୍ଲାରେ ଭୟର ବାତାବରଣ
Read More...

ଫେବୃୟାରୀ ୧୨ ଦେଶବ୍ୟାପୀ ସାଧାରଣ ଧର୍ମଘଟ ଓ ହରତାଳକୁ ସଫଳ କରିବା ପାଇଁ ସିଆଇଟିୟୁର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ଫେବୃୟାରୀ ୧୨ ତାରିଖ ସମସ୍ତ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ କର୍ମଚାରୀ ଫେଡେରେସନର ଆହ୍ୱାନରେ କେନ୍ଦ୍ର ମୋଦି ସରକାରଙ୍କ ଶ୍ରମିକ ବିରୋଧୀ ୪ ଟି ଶ୍ରମ କୋର୍ଡ ପ୍ରତ୍ୟାହାର ଦାବି ସହିତ ଦରଦାମ ନିୟନ୍ତ୍ରଣ, ରାଷ୍ଟ୍ରାୟତ ଉଦ୍ୟୋଗ ଘରୋଇକରଣ ବନ୍ଦ
Read More...

ସରକାରୀ ଉଚ୍ଚ ବିଦ୍ୟାଳୟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନିୟାବଜାର ସରକାରୀ ଉଚ୍ଚବିଦ୍ୟାଳୟ ଓ ଓଡିଆ ଭାଷା ବିକାଶ ମଞ୍ଚର ମିଳିତ ଆନୁକୂଲ୍ୟରେ, କୂଳବୃଦ୍ଧ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ, ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ମିନତି ବେହେରାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ମଧୁସୂଦନ ଦାସଙ୍କ
Read More...

ବେଆଇନ ଜଙ୍ଗଲ ଜମି ଦଖଲ କରୁଥିବା ଏପିଶୀଳନ କମ୍ପାନୀ ବିରୁଦ୍ଧରେ ଗ୍ରାମବାସୀଙ୍କ ସାମୁହିକ ବୃକ୍ଷରୋପଣ ଓ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବେଆଇନ ଜଙ୍ଗଲ ଜମି ଦଖଲ କରୁଥିବା ଏପିଶୀଳନ କମ୍ପାନୀ ବିରୁଦ୍ଧରେ ଶୁକ୍ରବାର ସକାଳେ ଶ୍ରିପୁରା ଗ୍ରାମବାସୀ ଏକଜୁଟ ହୋଇ ଏପିଶୀଳନ କମ୍ପାନୀ ବେଆଇନ ଭାବେ ବ୍ୟବହାର କରୁଥିବା ଜଙ୍ଗଲ ଜମିକୁ ସୁରକ୍ଷା କରିବା ସହିତ କେନ୍ଦ୍ର ସରକାରଙ୍କ ଯୋଜନା ଏକ୍‌ ପେଡ୍‌ ମା"
Read More...