ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ସଦର ମହକୁମାଠାରେ ଆୟୋଜିତ ହୋଇଯାଇଛି ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ସମାରୋହ । ସ୍ଥାନୀୟ ସଂସ୍କୃତି ଭବନ ଠାରେ ଏହି ଅବସରରେ ଏକ ଫଟୋ ପ୍ରଦର୍ଶନୀ, ସାଧାରଣ ସଭା, ପୁରସ୍କାର ବିତରଣ ଉତ୍ସବ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।!-->…
Read More...
Read More...