ଅଧ୍ୟକ୍ଷ ଲକ୍ଷ୍ମଣ ପାଳଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପକ୍ଷରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମଣ ପାଳ ଓ ଚତୁର୍ଥ ଶ୍ରଣୀ କର୍ମଚାରୀ ଦିବାକର ମଲ୍ଲିକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଓଡ଼ିଆ!-->…
Read More...
Read More...