Yearly Archives

2026

ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ସଂସଦୀୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଜୀବନ ଯାପନ ଏଆଇ
Read More...

ମୁରିବାହାଲ ରେଞ୍ଜରୁ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଉଦ୍ଧାର

ଜଙ୍ଗଲ ବିଭାଗ ପକ୍ଷରୁ ତନାଘନା ତଦନ୍ତ ଜାରି ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଜଇଁତରା ସେକ୍ସନ ଜାମଲିସର ଗ୍ରାମ ଜଙ୍ଗଲ ମଧ୍ୟରେ ଥିବା ପାହାଡ ତଳୁ ଏକ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଜଙ୍ଗଲ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ପୂର୍ବ
Read More...

ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁର ବଡ଼ବଜାର ଭଗବତୀ ପ୍ଲଟ ଠାରେ ଶ୍ରୀ ଶ୍ରୀ ରାଧାକୃଷ୍ଣଙ୍କ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ପ୍ରଥମ ଦିନ ଶହ ଶହ ମହିଳା କଳସ ଯାତ୍ରା କରି
Read More...

ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଜନରାଜ୍ୟ ଦିବସ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତ ବର୍ଷର ୭୭ତମ ସାଧାରଣ ତନ୍ତ୍ର ଦିବସ ପାଳନ ଅବସରରେ ଛତ୍ରପୁର ବ୍ଲକ ଅନ୍ତର୍ଗତ କେରାଣ୍ଡିତୋଳା ନାରାୟଣପୁର ଗ୍ରାମର ବରିଷ୍ଠ ନାଗରିକ ମଞ୍ଚ ତରଫରୁ ଜନରାଜ୍ୟ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ନରହରି ପ୍ରଧାନ
Read More...

ସେମଲା ସେବାଶ୍ରମରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅନ୍ତର୍ଗତ ସେମଲା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭ୍ରମରବର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...

ଓଡ଼ିଶା ପାଠ୍ୟକ୍ରମ ରୂପରେଖ – ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ସଇଁତଳା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକ୍ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ସଇଁତଳା ଠାରେ ଓଡିଶା ପାଠ୍ୟକ୍ରମ ରୂପରେଖ ୨୦୨୫ ଓ ନୂତନ ପାଠ୍ୟ ପୁସ୍ତକ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସଞ୍ଚାଳନ ନିମନ୍ତେ ବ୍ଲକ୍ ସ୍ତରୀୟ ପାଞ୍ଚ ଦିନିଆ ପ୍ରଶିକ୍ଷଣ
Read More...

ବାହାବଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରର ଆଧୁନିକରଣ ପ୍ରକଳ୍ପର କ୍ଷେତ୍ର ପରିଦର୍ଶନ କଲେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ…

ଖର୍ଚ୍ଚ ହେବ ୩୪ କୋଟି ଟଙ୍କା ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲା ଗସ୍ତକାଳରେ ରାଜ୍ୟ ସରକାରଙ୍କ ଏମଏସଏମଇ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବାହାବଳପୁର ସ୍ଥିତ ମତ୍ସ୍ୟ ଅବତରଣ କେନ୍ଦ୍ର (ଜେଟି) ସହ ଏହାର ଆଧୁନିକିକରଣ ପ୍ରକଳ୍ପ
Read More...

ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

ବାଲେଶ୍ୱର, (କେପିଏନ୍‌ଏସ୍‌) : ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ଵର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଭୋଗରାଇ ପଞ୍ଚାୟତ ସମିତି ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତରୁ
Read More...

ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଗଡ଼
Read More...