ଜୟପାଟଣା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଉମାଶଙ୍କର ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଜାତୀୟ ଦିବସ ପାଳନ କମିଟି ଆନୁକୂଲ୍ୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜୟପାଟଣା ତହସିଲଦାର ସୁଶ୍ରୀ ଦୀପ୍ତି ରେଖା ବାଗ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ ସହିତ!-->…
Read More...
Read More...