Yearly Archives

2026

ସମଲେଇଚୁଆଁ ସରପଞ୍ଚଙ୍କ ଅଭିନବ ପଦକ୍ଷେପ : ଡାକିଲେ ପଂଚାୟତ ସ୍ତରୀୟ ଶିକ୍ଷା ବିକାଶ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇଚୁଆଁ ଗ୍ରାମ ପଂଚାୟତ ସରପଞ୍ଚ ବିଭୁଦତ୍ତ ରାଜହଂସ ଶିକ୍ଷା କ୍ଷେତ୍ରରେ ବିକାଶ ପାଇଁ ଅନେକ ଅଭିନବ ପଦକ୍ଷେପ ନେଉଛନ୍ତି । ପଂଚାୟତର ବିଭିନ୍ନ ଗ୍ରାମରେ ଶୈକ୍ଷିକ, ସହ ଶୈକ୍ଷିକ ଓ ଢାଞ୍ଚାଗତ ବିକାଶ ପାଇଁ
Read More...

ମାୟାବର୍ହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ମୌନାବତୀ ଜାଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବଡ଼କର୍ଲେ ଉଚ୍ଚ ପ୍ରାଥମିକ
Read More...

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ପାଳିତ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅନ୍ତର୍ଗତ ବଡଗାଁ ସ୍ଥିତ ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆସ୍ତିକ ମୁଖୀଙ୍କ ତତ୍ୱାବଧାନରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ
Read More...

ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ସବୁ ବର୍ଷ ଭଲି ଏ ବର୍ଷ ମଧ୍ୟ କୋଚ୍ ମଣି ବରିହାଙ୍କ ନାମରେ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା
Read More...

ପଞ୍ଚାୟତ ହାଇସ୍କୁଲ ମାୟାବର୍ହାରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାର ଠାରେ ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶୟତଙ୍କ ସଭାପତିତ୍ୱରେ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ ହୋଇଯାଇଛି । ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚ
Read More...

ଶିକ୍ଷକଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ୍ ଛେତଗାଁ ହାଇସ୍କୁଲର ଖେଳ ଶିକ୍ଷକ ନାରାୟଣ ସାହୁଙ୍କ ବିରୋଧରେ ହୋଇଥିବା ଅଭିଯୋଗ ଭିତ୍ତିହୀନ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟସଭ୍ୟା, ବିଦ୍ୟାଳୟର ଛାତ୍ରଛାତ୍ରୀ, ବିଦ୍ୟାଳୟର ଶିକ୍ଷକ କର୍ମଚାରୀ, ଅଭିଭାବକ ଓ
Read More...

ଯମୁନାଙ୍କ ପରିବାରକୁ ଆବାସ ଗୃହ ମିଳିବ କେବେ ?

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଛିନ୍ଦେଇକେଲା ପଞ୍ଚାୟତ ମଖନାମୁଣ୍ଡା ଗାଁର ହରିଜନ ପଡ଼ାରେ ରହନ୍ତି ଯମୁନା ଦୁରିଆଙ୍କ ପରିବାର । ପରିବାର କହିଲେ ସ୍ୱାମୀ, ସ୍ତ୍ରୀ, ଶାଶୁ ଓ ନିଜ ଦୁଇଝିଅ । ହେଲେ ରହିବା ପାଇଁ ଭଲ ଘରଟିଏ ନାହିଁ । ତାଙ୍କ ଘରେ ଏମିତି
Read More...

ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ସମସ୍ତ ଛାତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ନାରୀ ଶିକ୍ଷା ପାଇଁ ନଗର ପରିକ୍ରମା କରିଥିଲେ ଏବଂ ଛାତ୍ରୀମାନେ ପଥପ୍ରାନ୍ତ ନାଟକ ପରିବେଷଣ
Read More...

ସମାଜସେବା ତଥା ଉଦୟମାନ ସଂଗଠକ ଭାବରେ ନରସିଂହ ସିଂ ଯୁବରତ୍ନ ସମ୍ମାନରେ ସମ୍ମାନିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ରାଜଧାନୀ ଭୁବନେଶ୍ୱରର ଅଗ୍ରଣୀ ଅନୁଷ୍ଠାନ ବ୍ରାଇଟ ଓଡିଶା ଫାଉଣ୍ଡେସନ ତରଫରୁ ଚଳିତ ବର୍ଷ ପାଇଁ ରାଜ୍ୟର କୋଣ ଅନୁକୋଣରୁ ବିଭିନ୍ନ କ୍ଷେତ୍ରରେ ଚର୍ଚ୍ଚିତ ରହିଥିବା, ତଥା ନିଜ କର୍ମଦକ୍ଷତାକୁ ପରିପ୍ରକାଶ କରିଆସୁଥିବା ୪୨ଜଣଙ୍କୁ ଯୁବରତ୍ନ ସମ୍ମାନରେ
Read More...

ଓଡ଼ିଆ ଭାଷା ଓ ସଂସ୍କୃତିର ପୁନଃରୁଦ୍ଧାର ଦିଗରେ ସାମୁହିକ ଉଦ୍ୟମ ଆବଶ୍ୟକ : ମନ୍ତ୍ରୀ ଡ. ମହାଲିଙ୍ଗ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଆଞ୍ଚଳିକ ବୈଷମ୍ୟକୁ ପ୍ରାଧାନ୍ୟ ଦେଇ ଭାଷା ଓ ସଂସ୍କୃତି ମଧ୍ୟରେ ଭେଦଭାବର ବିଷମଞ୍ଜି ବୁଣି ବ୍ରିଟିଶମାନେ ଆମ ଦେଶକୁ ଦୁଇ ଦଶନ୍ଧି ଧରି ଶାସନ କରିଥିଲେ । ବ୍ରିଟିଶମାନେ ଆମ ଦେଶକୁ ଛାଡ଼ିଯିବାର ଏତେ ବର୍ଷ ପରେ ମଧ୍ୟ ଆମେ ସେମାନଙ୍କ ପରମ୍ପରାକୁ ଜାବୁଡ଼ି
Read More...