ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ୧୬ତମ ଜାତୀୟ ଭୋଟର ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ପୌରହିତ୍ୟରେ ୧୬ତମ ଜାତୀୟ ଭୋଟର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଗଣତନ୍ତ୍ରର ମୂଳଦୁଆକୁ ସୁଦୃଢ଼ କରିବା ପାଇଁ ଭୋଟର ସଚେତନତାର ଆବଶ୍ୟକତା ସମ୍ପର୍କରେ ଅଧ୍ୟକ୍ଷ ନିଜ!-->…
Read More...
Read More...