ଯାତ୍ରୀ ଭିଡ଼କୁ ଦୂର କରିବା ପାଇଁ ଅତିରିକ୍ତ କୋଚ ସଂଯୋଗ
ଭୁବନେଶ୍ୱର, (ପିଆଇବି) : ଯାତ୍ରୀଙ୍କ ଅତିରିକ୍ତ ଭିଡ଼କୁ ପରିଚାଳନା କରିବା ଏବଂ ଅଧିକ ଯାତ୍ରା ଆରାମ ସୁନିଶ୍ଚିତ କରିବା ପାଇଁ, ପୂର୍ବତଟ ରେଳପଥ ତେଜସ ରାଜଧାନୀ ଏକ୍ସପ୍ରେସ ସମେତ କିଛି ଏକ୍ସପ୍ରେସ ଟ୍ରେନରେ ଅସ୍ଥାୟୀ ଭାବରେ କୋଚ୍ ବୃଦ୍ଧି କରିଛି । ଭୁବନେଶ୍ୱର-ନୂଆଦିଲ୍ଲୀ ତେଜସ ରାଜଧାନୀ!-->…
Read More...
Read More...