Yearly Archives

2026

ରୁଗୁଡ଼ିଖାଲରେ ବିଶ୍ଵଶାନ୍ତି ମାନସ ଯଜ୍ଞ ଆରମ୍ଭ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଥାନା ଆଗଲପୁର ବ୍ଲକ ଵେନ୍ଦ୍ରା ରଘୁନାଥ ମଠର ମହନ୍ତ ଯମୁନା ଦାସ ମହାରାଜ ଏବଂ ଝରେଇବାହାଲି ମଠାଧୀଶ ବଳରାମ ଦାସଙ୍କ ମିଳିତ ପୌରହିତ୍ୟରେ ସ୍ଥାନୀୟ ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ନିମିତ୍ତ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ
Read More...

ଆଦର୍ଶ ଶିକ୍ଷକ ତଥା ସମାଜସେବୀ ସ୍ଵର୍ଗତ କୃଷ୍ଣଚନ୍ଦ୍ର ଧରୁଆଙ୍କ ଧର୍ମପତ୍ନୀ ବୈଦେୟୀଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଲୁହୁରେନ ବାହାଲି ଗାଁର ଜଣାଶୁଣା ସ୍ୱର୍ଗତ କୃଷ୍ଣଚନ୍ଦ୍ର ଧରୁଆଙ୍କ ଧର୍ମପତ୍ନୀ ବୈଦେୟୀ ଧରୁଆଙ୍କ ପରଲୋକ ହୋଇଯାଇଛି । ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ
Read More...

ମୁରିବାହାଲ ବ୍ଲକସ୍ତରୀୟ ମକର ମେଳା ମହୋତ୍ସବ ଉଦଯାପିତ

ଯମୁନା ପାହାଡ଼ର ପାରିପାର୍ଶ୍ୱିକ ଉନ୍ନୟନ କରାଯିବ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମ ପାହାଡ ଉପରେ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ବ୍ଲକସ୍ତରୀୟ ତୃତୀୟ ବର୍ଷ ମକର ମେଳା ମହୋତ୍ସବ ଓ ଷୋହଳ ପ୍ରହରୀ ନାମଯଜ୍ଞ
Read More...

ଲେବଡ଼ା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପିଏମଶ୍ରୀ ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଲେବଡାଠାରେ ପ୍ରଥମ ପିଏମଶ୍ରୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...

ଗୁରୁଣ୍ଡାରେ ଏକ ଦିବସୀୟ ମହିଳା ଫୁଟବଲ : ଟିଟିଲାଗଡ ଦଳ ବିଜୟୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁରୁଣ୍ଡା ଖେଳ ପଡିଆଠାରେ ଏକତା କ୍ଲବ ଗୁରୁଣ୍ଡା ଆନୁକୁଲ୍ୟରେ ଏକ ଦିନିକିଆ ମହିଳା ଫୁଟବଲ ଖେଳ ଟିଟିଲାଗଡ଼ ଓ ବରଗଡ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏହି ଖେଳରେ ଟିଟିଲାଗଡ ଦଳ ୧-୦ ଗୋଲରେ ବରଗଡ଼ ଦଳକୁ ପରାସ୍ତ
Read More...

ଯୁବନେତା ଗିରିଧାରୀ ସାହୁ ମୁରିବାହାଲ ବ୍ଲକ କଂଗ୍ରେସ କମିଟି ସଭାପତି ନିଯୁକ୍ତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ସଭାପତି ଅନିଲ ମେହେରଙ୍କ ଅନୁମୋଦନ କ୍ରମେ ଜିଲ୍ଲା କଂଗ୍ରେସ କମିଟି ସହିତ ବ୍ଳକ ଓ ମ୍ୟୁନସିପାଲିଟିର ସଭାପତିମାନଙ୍କ ନାମ ଶୁକ୍ରବାର ଘୋଷଣା ହୋଇଛି । ମୁରିବାହାଲ ବ୍ଲକ କଂଗ୍ରେସ କମିଟିର ନୂତନ ସଭାପତି ରୂପେ
Read More...

ଠିପି ବନ୍ଦ ମଦ ଦୋକାନରେ ଠିପି ଖୋଲା ବେପାର : ମିନି ବାର ସଜାଇ ଖୋଲାମେଲା ମଦ୍ୟପାନ ଅଭିଯୋଗ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ସମିତି କଲେଜ୍ ନିକଟରେ ଥିବା ବିଦେଶୀ ଠିପି ବନ୍ଦ ମଦ ଦୋକାନରେ ସରକାରୀ ନିୟମକୁ ଉଲ୍ଲଂଘନ କରି ଠିପି ଖୋଲା ବେପାର ଚାଲିଥିବା ନେଇ ଗୁରୁତର ଅଭିଯୋଗ ଉଠିଛି । ନିୟମ ଅନୁଯାୟୀ ଏହି ଦୋକାନରେ କେବଳ ମଦ
Read More...

ହାଡଭଙ୍ଗା ଶୀତରେ ଥରୁଛି ବାଲିଗୁଡା ସହର : କୃଷି, ଶ୍ରମିକ, ବ୍ୟବସାୟିକ କାର୍ଯ୍ୟକ୍ଷେତ୍ର ହେଉଛି ବାଧାପ୍ରାପ୍ତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ସମଗ୍ର ବାଲିଗୁଡା ଉପଖଣ୍ଡରେ ଦିନକୁ ଦିନ ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି, କମିବାର ନାଁ ଧରୁନି, ଦିନ ହେଉ କି ରାତି ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ । ଦିନ ରାତି ପିଲାଠୁ ବୁଢା ଯାଏଁ ନିଆଁ ଲଗାଇ ପାଖରେ ବସି ରହୁଥିବା ଦେଖିବାକୁ ମିଳୁଛି । ଗତ
Read More...

ପିତୃମାତୃ ଶିକ୍ଷକ ସଂଘର ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଚଳିତ ଶିକ୍ଷା ବର୍ଷର ଚତୁର୍ଥ ପିଟିଏମ୍ ଅସ୍ଥାୟୀ ସଭାପତି ପିଙ୍କି ତନ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ସ୍ୱାଗତ ଅଭିଭାଷଣ ପ୍ରଦାନ
Read More...

କ୍ରୀଡାବିଦ୍‌ ସୁମନ୍ତ ଭୋଇଙ୍କ ତୃତୀୟ ବର୍ଷ ଶ୍ରଦ୍ଧାଞ୍ଜଳି ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସହରର ଜଣାଶୁଣା କ୍ରୀଡାବିଦ୍‌ ତଥା ସମାଜସେବୀ ସୁମନ୍ତ ଭୋଇଙ୍କ ତୃତୀୟ ବର୍ଷ ଶ୍ରଦ୍ଧାଞ୍ଜଳି ସଭା ଆୟୋଜିତ ହୋଇଯାଇଛି । ଆଜି ବଲାଙ୍ଗିର ସହରର ବୁଦ୍ଧିଜୀବୀ ଓ ବିଭିନ୍ନ କଳା କ୍ରିକେଟ ପ୍ରେମୀ ତାଙ୍କ ବାସଭବନରେ ତାଙ୍କ ସପରିବାର ସହ ଶ୍ରଦ୍ଧାଞ୍ଜଳି
Read More...