Yearly Archives

2026

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

ଦେଶର ବିଭିନ୍ନ ପ୍ରଜାତିର ବାଉଁଶରେ ସଜ୍ଜିତ ଦିଲ୍ଲୀର ବନସେରା ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ସାଜିଛିସ୍ୱାଧୀନତା ଆନ୍ଦୋଳନ ସମୟରେ ଉତ୍ତରାୟଣ ଦିନ “ସାଇମନ୍ ଗୋ ବ୍ୟାକ୍” ଗୁଡ଼ି ଉଡ଼ାଇ ସାଇମନ୍ କମିଶନଙ୍କ ବିରୋଧ କରାଯାଇଥିଲା ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ
Read More...

ଓଡ଼ିଶାରେ ନୂତନ ପାଠ୍ୟପୁସ୍ତକ ଏବଂ ଶିକ୍ଷକ ପ୍ରଶିକ୍ଷଣ ଉପରେ ମାଷ୍ଟ୍ରର ଟ୍ରେନରଙ୍କ ସହ ଆଲୋଚନା

• ମାତୃଭାଷା ଆଧାରିତ ଶିକ୍ଷାକୁ ସୁଦୃଢ଼ କରିବା ସହ ଶିଶୁମାନଙ୍କର ପୋଷଣକୁ ଧ୍ୟାନ ଦେବା - ଧର୍ମେନ୍ଦ୍ର ପ୍ରଧାନ• ଏନସିଇଆରଟି, କେନ୍ଦ୍ର ଓ ରାଜ୍ୟ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ, କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ, ନବୋଦୟ ବିଦ୍ୟାଳୟ ସଂଗଠନ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଜିଲ୍ଲା ଶିକ୍ଷା
Read More...

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

ଶିକ୍ଷାବର୍ଷ 2026-27 ପାଇଁ ସିୟୁଇଟି-ପିଜି ପ୍ରବେଶିକା ପରୀକ୍ଷା ମାଧ୍ୟମରେ ହେବ ନାମଲେଖା ଢେଙ୍କାନାଳ, (ପିଆଇବି) : ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଆସନ୍ତା ଶିକ୍ଷାବର୍ଷରୁ ଦୁଇଟି ନୂତନ ସ୍ନାତକୋତ୍ତର ଡିଗ୍ରୀ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି । ସେଗୁଡ଼ିକ ହେଲା କର୍ପୋରେଟ୍ ଯୋଗାଯୋଗ
Read More...

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଏବଂ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ସ୍ୱଚ୍ଛତା ପଖୱାଡା 2026 ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ
Read More...

ବାପ ମାଆ ଛେଉଣ୍ଡ ୨ ଭାଇ ଓ ଭଉଣୀଙ୍କୁ ଛତ୍ରପୁର ବିଧାୟକଙ୍କ ସହାୟତା ପ୍ରଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ କାଇଞ୍ଚପୁର ପଞ୍ଚାୟତର ଝରପଦର ଗ୍ରାମରେ ହୃଦୟବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି । ମାତ୍ର ୯ ମାସ ବ୍ୟବଧାନରେ ବାପା ଓ ମାଆଙ୍କୁ ହରାଇ ଦୁଇ ନାବାଳକ ସନ୍ତାନ (ଝିଅ ସୁଇଟି- ୧୭) ଓ ପୁଅ କାଳିଆ- ୧୪) ଅସହାୟ ହୋଇପଡ଼ିଛନ୍ତି । ପରିବାରର
Read More...

କେସିଙ୍ଗା ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

କେସିଙ୍ଗା, (ପ୍ରୀତେଶ ପଟେଲ) : କଳାହାଣ୍ଡି ଜିଲ୍ଲାର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ତାଲିମ ଶିବିର ତା. ୯.୧.୨୦୨୬ରୁ ୧୬.୧.୨୦୨୬ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଥିବାବେଳେ ଶୁକ୍ରବାର ଉଦଯାପିତ ହୋଇଯାଇଛି ।
Read More...

ଲର୍ଣ୍ଣିଂ ଲିଙ୍କ ଫାଉଣ୍ଡେସନ ଆନୁକୂଲ୍ୟରେ ଶିକ୍ଷକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଲର୍ଣ୍ଣିଂ ଲିଙ୍କ୍ ଫାଉଣ୍ଡେସନ ଆନୁକୂଲ୍ୟରେ ଗୁଡଭେଲା ବ୍ଲକର ପ୍ରାଥମିକ ଶିକ୍ଷକ, ପ୍ରଧାନ ଶିକ୍ଷକ ଓ ସିଆର୍‌ସିସି ମାନଙ୍କୁ ନେଇ ଏକଦିବସୀୟ ପ୍ରଶିକ୍ଷଣ ଶିବିର ତୁଷୁରା କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଗୁଡଭେଲା
Read More...

ଶ୍ରୀ ଅରବିନ୍ଦ ଶ୍ରୀତନୁ ସ୍ମାରକୀ ବାର୍ଷିକ ଉତ୍ସବ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଯଉଁରାଭଉଁରା ପଞ୍ଚାୟତ ଅନ୍ତର୍ଗତ ପୂର୍ଣ୍ଣସେତୁ ଚଢ଼େଇଗୁଡ଼ି ଠାରେ ଶ୍ରୀ ଅରବିନ୍ଦଙ୍କ ଶ୍ରୀତକୁ ସ୍ମାରକୀ ତଥା (ରିଲିକ୍ସ) ପ୍ରତିଷ୍ଠା ୧୬ ତମ ବାର୍ଷିକ ଉତ୍ସବ ବୁଧବାର ଦିନ ପାଳିତ ହୋଇଯାଇଛି । ସୂଚନାଯୋଗ୍ୟ
Read More...

ଫାଲକନାମା ଏକ୍ସପ୍ରେସ ଓ ୟଶବନ୍ତପୁର–ହାଓଡ଼ା ଏକ୍ସପ୍ରେସ ରହଣୀ ଦାବୀ କଲେ ଛତ୍ରପୁର ବିଧାୟକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଫାଲକନାମା ଏକ୍ସପ୍ରେସ ଓ ୟଶବନ୍ତପୁର–ହାଓଡ଼ା ଏକ୍ସପ୍ରେସ ଏହି ଦୁଇ ଦୂରଗାମୀ ଟ୍ରେନ୍ ଛତ୍ରପୁର ରେଳଷ୍ଟେସନରେ ରହଣି ନିମନ୍ତେ ଦାବୀ ହୋଇଛି । ଲୋକଙ୍କର ଦୀର୍ଘଦିନର ଏହି ଦାବୀକୁ ଉପସ୍ଥାପନ କରି କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର
Read More...

ସ୍ୱର୍ଗତ ଚନ୍ଦ୍ରମଣି ସାହୁଙ୍କ ପରିବାରଙ୍କୁ ସାନ୍ତ୍ୱନା ଦେଲେ ବିଜେପି ପରିବାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳର ଜଣାଶୁଣା ସମାଜସେବୀ ତଥା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଜଣେ ସକ୍ରିୟ କାର୍ଯ୍ୟକର୍ତ୍ତା ଚନ୍ଦ୍ରମଣି ସାହୁଙ୍କ ବୁଧବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଦେହାନ୍ତ ହୋଇଯାଇଛି । ଖବର ପାଇ ପଦ୍ମପୁର ବିଜେପି ବିଧାୟକ ପ୍ରାର୍ଥୀ
Read More...