Yearly Archives

2026

ମଦ, ଗଞ୍ଜେଇ, ଧଳା ଜହର କବଳରେ ଯୁବପିଢ଼ି ସମାଜ : ବୋତଲ ଗଡ଼ିବାର ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ଅନେକ ଯୁବପିଢ଼ି କରେକ୍ସ, ନାଇଟ୍ରୋଜେନ୍ ଟେନ୍ ଟାବ୍‌ଲେଟ୍‌, ଦେଶୀ, ବିଦେଶୀ ମଦ, ଗଞ୍ଜେଇ, ଗୁଟଖା, ସିଗାରେଟ ଓ ତାଠୁ ବଳି ବ୍ରାଉନ୍‌ସୁଗାର ନିଶାରେ କବଳିତ ହୋଇଗଲେଣି । ଯାହାକି ଆଜିର ଯୁବପିଢ଼ିଙ୍କ ଭବିଷ୍ୟତ
Read More...

ମାସିକ ରଚନା ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜିକାଲି ସକ୍ରୀୟ ରାଜନୀତିରେ ଆମ ବୁଦ୍ଧିଜୀବୀ ଓ ସାଧାରଣ ନାଗରିକଙ୍କର ଅନାଗ୍ରହ ଯୋଗୁଁ ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ ବଂଶାନୁକ୍ରମିକ ଭାବରେ ରାଜନୀତିକୁ ଏକ ଲାଭଦାୟକ ବେଉସା ଭାବରେ ଗ୍ରହଣ କରିନେଇଛନ୍ତି । ତେଣୁ ରାଜନୀତିରେ ଆଉ ନୀତି ନାହିଁ, ଆଦର୍ଶ
Read More...

ବିଂଶତମ ବାର୍ଷିକ ଉତ୍ସବ ଏବଂ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ସାହିତ୍ୟ ସମାରୋହ -୨୦୨୫

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ପ୍ରାତଃ ଘ.୯.୩୦ମି. ସମୟରେ ଆମ୍ଭ ଅନୁଷ୍ଠାନ ଦ୍ୱାରା ପ୍ରକାଶିତ ଅଧ୍ୟାତ୍ମିକ ପତ୍ରିକା ‘ବଂଶୀବଟ’ର ବିଂଶ ତମ ବାର୍ଷିକ ଉତ୍ସବ ଓ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ସାହିତ୍ୟ ସମାରୋହ, ପତ୍ରିକା ଉନ୍ମୋଚନ, ପୁସ୍ତକ ଉନ୍ମୋଚନ ତଥା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।
Read More...

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବର ଚତୁର୍ଥ ସନ୍ଧ୍ୟା : ଯୋଗଦେଲେ କେ.ଭି. ସିଂଦେଓ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ର ଚତୁର୍ଥ ଦିବସର ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଶ୍ରୀ ସିଂଦେଓଙ୍କୁ କଳାକାର ଏବଂ ଜନସାଧାରଣଙ୍କ ପକ୍ଷରୁ ବିପୁଳ ସ୍ୱାଗତ
Read More...

ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘର ବାର୍ଷିକ ଅଧିବେଶନ ଓ ନୂତନ କର୍ମକର୍ତ୍ତାଙ୍କ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଛତାମଖନା ନିକଟସ୍ଥ ଲାଦେରବାହାଲ ଫାର୍ମ ହାଉସ ପରିସରରେ ବଲାଙ୍ଗିର ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ସଂଘ ସଭାପତି ରତନ କୁମାର ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଧାରଣ ସଭାରେ
Read More...

ବିନୋବା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡାର ଉଦ୍‌ଯାପନି ଦିବସ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିନୋବା ଉଚ୍ଚ ବିଦ୍ୟାଳୟ ଛତାମଖନା ଠାରେ ବାର୍ଷିକ କ୍ରୀଡା ସମାରୋହ ଦୁଇଦିନ ବ୍ୟାପି ଅନୁଷ୍ଠିତ ହୋଇଥିଲା । ଏହି କ୍ରୀଡା ମହୋତ୍ସବରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏହି ଉଦ୍‌ଯାପନି ସଭାରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ
Read More...

କଂଗ୍ରେସ ପକ୍ଷରୁ ଫୁଟବଲ ଟୁର୍ଣ୍ଣାମେଣ୍ଟ : ବଗାଡ଼ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ଼ ଗାଁରେ କଂଗ୍ରେସ ପାର୍ଟି ପକ୍ଷରୁ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିବସରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଥର ପାଇଁ କୁରସୁଡ଼ ମାଟିରେ କଂଗ୍ରେସ ପାର୍ଟି ଦ୍ଵାରା ଆୟୋଜିତ ଫୁଟବଲ
Read More...

ଦେଓଗାଁରେ ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ

ବ୍ଲକ ଦୁର୍ନିତୀକୁ ନେଇ ଲୋକେ କଲେ ଅଭିଯୋଗ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦେଓଗାଁ ବ୍ଲକକୁ ଯାଇ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଲୋକଙ୍କ ଠାରୁ ସେମାନଙ୍କ ଅଭାବ ଅସୁବିଧା ତଥା ସ୍ଥାନୀୟ ସମସ୍ୟା ଉପରେ ଅଭିଯୋଗ ଶୁଣିଥିଲେ । ବିଶେଷ କରି ଗତ ଦୁଇ ବର୍ଷ ହେଲା ବ୍ଲକ ପରିଚାଳନାରେ
Read More...

ଏନ୍‌.ଏସ୍.ଏସ୍‌’ର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ଼ : ଗତ ଶନିବାର ଦିନ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁସା ବଲାଙ୍ଗିରର ସେବା ଯୋଜନା ବିଭାଗ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ସେବା ଯୋଜନା ବିଭାଗର ଅଧିକାରୀ ସନ୍ତୋଷ କୁମାର ରାଉତ ଙ୍କକାର୍ଯ୍ୟକ୍ରମ ତତ୍ୱାବଧାନରେ ତଥା ଗୃପ ଲିଡର
Read More...

ଜୟପାଟଣା ବ୍ଲକ ସ୍ତରୀୟ ୱାଟର ସେଡ ମହୋତ୍ସବ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ସ୍ତରୀୟ ୱାଟର ସେଡ୍ ମହୋତ୍ସବ ୨୦୨୫-୨୬ ମହା ସମାରୋହକ୍ଷର ପାଳିତ ହୋଇଯାଇଛି । ଜୟପାଟଣା ବ୍ଲକ ଅନ୍ତର୍ଗତ ପ୍ରତାପପୁର ଖେଳ ପଡିଆ ଠାରେ ଆୟୋଜିତ ଏହି ଉତ୍ସବରେ ସାତଟି ପଞ୍ଚାୟତର କାର୍ଯ୍ୟରତ କର୍ମୀ, ସ୍ଵୟଂ ସହାୟିକା ଗୋଷ୍ଠୀ, ଉପଭୋକ୍ତାମାନେ
Read More...