Yearly Archives

2026

ଦଧିହାଣ୍ଡି ପରିକ୍ରମା ସହ ସମ୍ପନ୍ନ ହେଲା ଛପନ ପ୍ରହର ନାମଯଜ୍ଞ

ଜୟପାଟଣା, (ଶେଷଦେବ ବେହେରା) : ଦଧିହାଣ୍ଡିର ଭବ୍ୟ ପରିକ୍ରମା ସହ ଭାବ ବିହ୍ୱଳ ପରିବେଶ ମଧ୍ୟରେ ସମ୍ପନ୍ନ ହେଲା ବହୁଚର୍ଚ୍ଚିତ ଜୟପାଟଣା ମହାବୀର ପଡ଼ା ତୁଳସୀ ଚଉରା ଠାରେ ଆୟୋଜିତ ଛପନ ପ୍ରହର ନାମଯଜ୍ଞ । ସାତଦିନ ଧରି ଆୟୋଜିତ ନାମ ସଙ୍କୀର୍ତ୍ତନ ତଥା ଅଖଣ୍ଡ ନାମଯଜ୍ଞରେ ନିଜକୁ ସାମିଲ କରି
Read More...

ବିଧାୟକ ଫୁଟବଲ ଟୁର୍ଣ୍ଣାମେଣ୍ଟ – ୨୦୨୬ ଉଦଯାପିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଲୋଇସିଂହା ବିଧାୟକ ତଥା ଓଡିଶା ପ୍ରଦେଶ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗଙ୍କ ଉଦ୍ୟମରେ ଜିଲ୍ଲା ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ) ଆୟୋଜିତ କ୍ରମେ ଏବଂ ୟୁନି ଲାଇଟ ସହାୟତାରେ ଗତ ଫେବୃଆରୀ ୮ ତାରିଖ ଠାରୁ
Read More...

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଫଟାମୁଣ୍ଡା ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଫଟାମୁଣ୍ଡା ଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଗଛ କାଟିବା ଅଭିଯୋଗରେ ୩ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ତୁମୁଡ଼ିବନ୍ଧ ରେଞ୍ଜ ହରିପୁର ସଂରକ୍ଷିତ ଜଙ୍ଗଲରୁ ମୁଲ୍ୟବାନ ଗଛ କାଟିବା ବେଳେ ବନ ବିଭାଗ ଚଢ଼ାଉ କରି ଘଟଣାରେ ସଂଶ୍ଲିଷ୍ଟ ଥିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନବିଭାଗ । ଘଟଣା
Read More...

ପୋଲିସ ପେଟ୍ରୋଲିଂ ବେଳେ ସ୍କୁଟି ସହ ଗଞ୍ଜେଇ ଜବତ : ଦୁଇ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ପୋଲିସ କେଳାପଡା ନିକଟରେ ପେଟ୍ରୋଲିଂ କରୁଥିବା ବେଳେ ଏକ ସ୍କୁଟିକୁ ତନଖିବା ସମୟରେ ଡ଼ିକିରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ । ସ୍କୁଟି ଓ ଗଞ୍ଜେଇ ସହ ଦୁଇ ବ୍ୟକ୍ତିଙ୍କୁ ଗିରଫ
Read More...

ବ୍ରହ୍ମକୁମାରୀ ଉପ ସେବକେନ୍ଦ୍ରରେ ୯୦ତମ ମହାଶିବରାତ୍ରି ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଲମପୁର ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଉପ ସେବାକେନ୍ଦ୍ର ଠାରେ ୯୦ତମ ମହାଶିବରାତ୍ରି ଜୟନ୍ତୀ ବଡ ଧୁମଧାମରେ ପାଳିତ ହୋଇଯାଇଛି । ସେବାକେନ୍ଦ୍ର ସଞ୍ଚାଳିକା ବିକେ ରୋଜି ଭଉଣୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ
Read More...

ଆହାର କେନ୍ଦ୍ରରେ ଲୋକଙ୍କ ଠାରୁ ଅଧିକ ଟଙ୍କା ଆଦାୟ ମାମଲା

ଆହାର କେନ୍ଦ୍ରରେ ପହଁଚିଲେ ବିଧାୟକ ଦୁର୍ଗା ତନ୍ତୀ ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାରେ ଚାଲିଥିବା ଆହାର କେନ୍ଦ୍ର ଆସୁଥିବା ଲୋକଙ୍କ ପାଖରୁ ୫ଟଙ୍କା ବଦଳରେ ୧୦ଟଙ୍କା ଆଦାୟ କରାଯାଉଥିବା ନେଇ ବିଭିନ୍ନ ଗଣମାଧ୍ୟମରୁ ଖବର ପାଇବା ପରେ ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ
Read More...

ଓଡ଼ିଆ କାବ୍ୟକବିତାରେ ବସନ୍ତର ବାସ୍ନା ଆଲୋଚନା ଚକ୍ର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ମାଧବ ନଗର ଶାଖା ଓ ରାଉରକେଲା କଲେଜ, ରାଉରକେଲାର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ଵତ ସମାବେଶ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ରାଉରକେଲା କଲେଜର ଅଧ୍ୟକ୍ଷ ଡ. ରବୀନ୍ଦ୍ର କୁମାର ଜେନାଙ୍କ ସଭାପତିତ୍ୱ, ନଗର
Read More...

କେନ୍ଦ୍ରୀୟ ଦୋଳ ମେଲଣ ସମିତିର ଆବାହକ ହେଲେ ମୁକ୍ତିକାନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ରୀୟ ଦୋଳ ମେଲଣ ସମିତିର ବାର୍ଷିକ ସାଧାରଣ ବୈଠକ ସେକ୍ଟର ୧୫ ସ୍ଥିତ ରାଧାକୃଷ୍ଣ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମାର୍ଚ୍ଚରେ ହେବାକୁ ଥିବା ଦ୍ୱାଦଶତମ ଦୋଳ ମେଲଣ ଉତ୍ସବ ପାଳନ କରିବା ନିମନ୍ତେ ସର୍ବସମ୍ମତି କ୍ରମେ କୌଣସି ପରିଚାଳନା
Read More...

ଓଡ଼ିଆ ସିନେମା ଜଗତରେ ନୂଆ ଅଧ୍ୟାୟ : ମୁକ୍ତିଲାଭ କଲା ଓଡ଼ିଶାର ପ୍ରଥମ ଏଆଇ କ୍ଷୁଦ୍ର ଚଳଚ୍ଚିତ୍ର…

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ମନୋରଞ୍ଜନ ଦୁନିଆରେ ଏକ ନୂତନ କ୍ରାନ୍ତିର ଆରମ୍ଭ ହୋଇଛି । ଆଧୁନିକ ଜ୍ଞାନକୌଶଳ ଏବଂ ମାନବୀୟ ସୃଜନଶୀଳତାର ଅପୂର୍ବ ମିଶ୍ରଣରେ ପ୍ରସ୍ତୁତ ହୋଇଛି ଓଡ଼ିଶାର ସର୍ବପ୍ରଥମ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଆଧାରିତ କ୍ଷୁଦ୍ର ଚଳଚ୍ଚିତ୍ର "ନିଃସର୍ତ୍ତ" ।
Read More...