Yearly Archives

2026

ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ପରିସରରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅଧିକାରୀ ପ୍ରାଧ୍ୟାପିକା ଝୁନୁ ପରିଡ଼ାଙ୍କ ସଭାପତିତ୍ୱରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଆଜିର ସମାଜରେ ନିଜର ସୁରକ୍ଷା ପାଇଁ ଆତ୍ମବିଶ୍ୱାସ ଓ କୌଶଳ
Read More...

ଲୋକକଳାର ରଙ୍ଗରେ ରଙ୍ଗିନ ହେଲା ଖପ୍ରାଖୋଲ : ବ୍ଲକ ସ୍ତରୀୟ ଲୋକ ଉତ୍ସବ ସଫଳ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ବ୍ଲକ ସ୍ତରୀୟ ଲୋକ ଉତ୍ସବ ୨୦୨୬ ଉତ୍ସବମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି
Read More...

ରାଉରକେଲାରେ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ୭୭ତମ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ଜାତୀୟ ଉତ୍ସବ ପାଳନ କମିଟିର ଅଧ୍ୟକ୍ଷ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଆଇଟିଡିଏ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ବାର୍ଷିକ ଅଧିବେଶନ

ବଲାଙ୍ଗିର, (ଦେବାଶଷ ମିଶ୍ର) : ସ୍ଥାନୀୟ କଦଲିମୁଣ୍ଡା ନର୍ସରୀ ପରିସରରେ ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚର ବାର୍ଷିକ ଅଧିବେଶନ ମୁଖ୍ୟ ଉପଦେଷ୍ଟା ନାରାୟଣ ପାଢୀଙ୍କ ନେତୃତ୍ୱରେ ତଥା ସଂଗଠନ ସଂପାଦକ ବିନୟ କୁମାର ମିଶ୍ରଙ୍କ ପ୍ରଚେଷ୍ଟାରେ ଓ ସଭାପତି ପ୍ରଭାକର ମିଶ୍ରଙ୍କ ଦିଗଦର୍ଶନରେ
Read More...

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟରେ ସାମିଲ ହେଲା ବନମାଳିପୁର

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟରେ ସାମିଲ୍ ହେବା ପରେ ଖଣ୍ଡପଡ଼ାର ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁଙ୍କ କର କମଳରେ ବୁଧବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି ।
Read More...

ଚାରି ଦିବସୀୟ ରାଷ୍ଟ୍ରୀୟ ଶୌର୍ଯ୍ୟ ସମୃଦ୍ଧି ଗାୟତ୍ରୀ ମହାଯଜ୍ଞ ଗଣ୍ତାବାହାଲି

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ଠାରେ ରାଷ୍ଟ୍ରୀୟ ଶୌର୍ଯ୍ୟ ସଂବୃଦ୍ଧି ୨୪ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହୋଇଅଛି । ସମାଜ ସଂସ୍କାର, ନାରୀ ସଶକ୍ତିକରଣ, ମାତୃଶକ୍ତିର ବିକାଶ, ନିଶା ନିବାରଣ, ଶିକ୍ଷିତ ସମାଜ ଗଠନ
Read More...

ରାଜ୍ୟ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀଙ୍କୁ ବିପୁଳ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ଯୁବ ବିଜେଡି ପକ୍ଷରୁ ରାଜ୍ୟ ଯୁବ ବିଜେଡି ସାଧାରଣ ସମ୍ପାଦକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଟାଣୁଆ ବିଜେଡି ନେତା ଅଜିତ ଯୋଶୀଙ୍କୁ ରାଜ୍ୟ
Read More...

୧୫୧ ଛାତ୍ରଛାତ୍ରୀଙ୍କୁ ୨ ଶିକ୍ଷକ : ଶିକ୍ଷା ବ୍ୟବସ୍ଥାର ଲଜ୍ଜାଜନକ ଚିତ୍ର, ରାସ୍ତାରେ ଉତ୍ତର ଖୋଜିଲେ ଅଭିଭାବକ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଗମ୍ଭାରୀ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଟିଖାଇ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଦୟନୀୟ ଅବସ୍ଥା ଆଜି ସମଗ୍ର ଶିକ୍ଷା ବ୍ୟବସ୍ଥାକୁ ଆଇନା ଦେଖାଇଛି । ୧୯୫୪ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ବର୍ତ୍ତମାନ
Read More...

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୁଦ୍ଧରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ଏସପିଙ୍କୁ ଦେଲେ ଦାବିପତ୍ର

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲାର ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ଦିନକୁ ଦିନ ବୃଦ୍ଧି ପାଉଥିବା ଅବୈଧ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ନେଇ ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଗଭୀର ଚିନ୍ତା ପ୍ରକଟ କରାଯାଇଛି । ସଂଗଠନର କାର୍ଯ୍ୟକର୍ତ୍ତା ଏକତ୍ରିତ ହୋଇ
Read More...

ଦୁଲୁକୁଛି ସୁବର୍ଣ୍ଣପୁର : ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଉଦ୍‌ଘାଟିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଦୁଲୁକୁଛି ସୁବର୍ଣ୍ଣପୁର । ଉଦଘାଟିତ ହୋଇଯାଇଛି "ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ" । ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା' ସୁରେଶ୍ଵରୀଙ୍କ ଠାରେ ପ୍ରଥମେ ପୂଜାର୍ଚ୍ଚନା ଓ ଆବାହନ ପରେ ଉତ୍ସବର ସଫଳତା କାମନା କରି ମା'ଙ୍କ ଠାରୁ ଅଣାଯାଇଥିବା
Read More...