Yearly Archives

2026

ଜାନୁୟାରୀ ୨୨ ରୁ ୨୬ ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ସ୍ଥିତ ସ୍ଵତନ୍ତ୍ର ପ୍ରଦିକ୍ଷଣ ଗୃହ (ସର୍କିଟ ହାଉସ) ସମ୍ମିଳନୀ ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ଗୋପାଳପୁର ବିଧାୟକ ତଥା ବାଣିଜ୍ୟ, ପରିବହନ, ଖଣି
Read More...

ରାମଚଣ୍ଡୀ ସେବାଦଳ ଗୃପର ରକ୍ତଦାତା ସମ୍ମାନୀତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀ ମନ୍ଦିରର ପୂଜାକମିଟି ପକ୍ଷରୁ ସକ୍ରୀୟ ସଦସ୍ୟ ବରୁଣ ଚୌଧୁରୀଙ୍କ ନେତୃତ୍ଵରେ ସକ୍ରୀୟ ଟିମ୍ ସର୍ବଶ୍ରୀ ଶଙ୍କର ନାୟକ, ଦଣ୍ଡପାଣି ମହାରଣା, ପ୍ରସନ୍ନ କୁମାର ନାୟକ, ବିଦୂର ନାୟକ,
Read More...

ମକା ବୋଝେଇ ଟ୍ରକ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଏନଏଚ ୨୬ ଜାତୀୟ ରାଜପଥ ବଲାଙ୍ଗିର ଟିଟିଲାଗଡ ରାସ୍ତା ଘୁଚିପାଲି ଛକ ନିକଟରେ ରବିବାର ଏକ ମକା ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଭୋର ସକାଳୁ ରାସ୍ତା ଉପରେ ଓଲଟି ପଡିଛି । ଟ୍ରକ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ହେଲ୍ପର ଆହତ ହୋଇଥିବା
Read More...

୫୫ଲକ୍ଷ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗ : ପୂର୍ବତନ ଫରେଷ୍ଟର ଜୟ ଜୁଆଡ଼ ଗିରଫ

ଭବାନୀପାଟଣା, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ଥୁଆମୂଳ ରାମପୁର ରେଞ୍ଜ ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ ସରକାରୀ ଅର୍ଥର ଆତ୍ମସାତ ଅଭିଯାଗରେ ଗିରଫ ହୋଇଛନ୍ତି । କଳାହାଣ୍ଡି ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ଆର୍ଥିକ ବର୍ଷ ୨୦୨୪-୨୫
Read More...

ସିଟିଜେନ୍ ଫୋରମ୍‌ର ବାର୍ଷିକ ଉତ୍ସବ ଓ ମୟୂରଭଞ୍ଜ ମିଶ୍ରଣ ଦିବସ

-ରାଜ୍ୟ ଓ ଦେଶ ପାଇଁ ମୟୂରଭଞ୍ଜର ଅବଦାନ ଅତୁଳନୀୟ-୨ଜଣଙ୍କୁ ସିଟିଜେନ୍ ଆୱର୍ଡ-୨୦୨୫ ବାରିପଦା, (ଦେବସ୍ମିତ ଚୌଧୁରୀ) : ନବ ବର୍ଷରେ ମୟୂରଭଞ୍ଜ ସିଟିଜେନ୍ ଫୋରମ୍‌ର ୧୬ତମ ବାର୍ଷିକ ଉତ୍ସବ ଓ ୭୭ତମ ମୟୂରଭଞ୍ଜ ମିଶ୍ରଣ ଦିବସ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସମ୍ମିଳନୀ କକ୍ଷରେ
Read More...

ସର୍ବଭାରତୀୟ କରାଟେ ଚମ୍ପିୟାନସିପ : ବ୍ରୋଞ୍ଜ ପଦକ ହାସଲ କଲେ ବାରିପଦାର ଦୀପକ

ବାରିପଦା, (ଦେବସ୍ମିତ ଚୌଧୁରୀ) : "ତୁଳସୀ ଦୁଇ ପତ୍ରରୁ ବାସେ" - ଏହା ପ୍ରମାଣିତ କରିଛନ୍ତି ବାରିପଦାର ଦୀପକ କୁଁଅର । ୨୦୧୯ ମସିହାରେ ଜୁବୁଲି ପେଟ୍ରୋଲ ପମ୍ପ ନିକଟରେ ଅନ୍ୟମାନଙ୍କର କରାଟେ ଅଭ୍ୟାସ କରୁଥିବାର ଦେଖି ୭ ବର୍ଷର ଦୀପକ କରାଟେ ପ୍ରତି ଆକୃଷ୍ଟ ହୋଇଥିଲେ । ଦିବ୍ୟାଙ୍ଗ ପିତା
Read More...

ସ୍ୱଦେଶୀ ମହୋତ୍ସବ “ମେଘାସନୀ” ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

-ସୁଭଦ୍ରା ଶକ୍ତି ମେଳା-୨୦୨୬ ସହ ଏକତ୍ର ଆୟୋଜନ ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲାସ୍ତରୀୟ ସ୍ୱଦେଶୀ ମହୋତ୍ସବ “ମେଘାସନୀ” ଆୟୋଜନ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଫେବୃଆରୀ ମାସ ୧ ତାରିଖରୁ
Read More...

ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜିଏସ୍‌) ସମ୍ପର୍କିତ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ
Read More...

କୋଶଲି ଫିଲ୍ମ ନୋ ଗିଲ୍‌ଟ ନୋ ସରି ପ୍ରଦର୍ଶିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ନାଟ୍ୟକ୍ରାନ୍ତିର ବାର୍ଷିକ ଉତ୍ସବ ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପାଳିତ ହୋଇଯାଇଛି । ପ୍ରଥମେ ସ୍ୱର୍ଗତ ସଂଜୟ ଶେଖର ଭୋଇଙ୍କ ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇ ମଂଚ ସମର୍ପଣ କରାଯାଇଥିଲା । ଉତ୍ସବରେ ସଭାପତି
Read More...

ଜାନୁୟାରୀ ୧୧ ରେ ଉପଖଣ୍ଡ ସ୍ତରୀୟ ଲୋକ ଉତ୍ସବ

ହଜି ଯାଇଥିବା କଳା ସଂସ୍କୃତିକୁ ପୁର୍ନଜୀବିତ କରାଯିବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡ ସ୍ତରୀୟ ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ହୋଇଯାଇଛି । ଉପଜିଲ୍ଲାପାଳ ତଥା ଅଧ୍ୟକ୍ଷଙ୍କ ନେତୃତ୍ୱରେ ଆୟୋଜିତ ହୋଇଥିଲା । ଏ ବର୍ଷ କିଭଳି
Read More...