‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଶୁଭାରମ୍ଭ ସହ ୨୪ ଜଣ ଦିବ୍ୟାଙ୍ଗଙ୍କୁ ସ୍କୁଟି ବଣ୍ଟନ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିବସ ଅବସରରେ ଗଞ୍ଜାମ ଜିଲ୍ଲାରେ ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ଛତ୍ରପୁର ନୂଆ ବସ୍ଷ୍ଟାଣ୍ଡଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ତଥା ଖଣି ଓ!-->…
Read More...
Read More...