Yearly Archives

2026

ମୋଦିଙ୍କ ଜନ୍ମଦିନରୁ ବଲାଙ୍ଗିରରେ ‘ସେବା ସଂକଳ୍ପ ଅଭିଯାନ’

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆରମ୍ଭ ହୋଇଛି ‘ସେବା ସଂକଳ୍ପ ଅଭିଯାନ’ । ୧୭ ସେପ୍ଟେମ୍ବରରୁ ୧୭ ଅକ୍ଟୋବର ପର୍ଯ୍ୟନ୍ତ ମାସେ ବ୍ୟାପୀ ଏହି ଅଭିଯାନରେ ବିଭିନ୍ନ ସେବା ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏହି କ୍ରମରେ…
Read More...

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଏକ ଯାତ୍ରୀବାହୀ ବସ୍‌ରେ ଚାଲାଣ ହେଉଥିବା ୬୩ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ କରିଛି ପୁଲିସ । ଏହି ଘଟଣାରେ ବସ୍‌ର ଡ୍ରାଇଭର, ହେଲ୍ପର ଓ…
Read More...

ବାଲିଗୁଡ଼ାରେ ଗଣେଶ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜା ମଣ୍ଡପ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଘ୍ନବିନାଶକ ପ୍ରଭୁ ଶ୍ରୀଗଣେଶଙ୍କ ପୂଜାକୁ ନେଇ ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଦେଖାଦେଇଥିଲା ଭକ୍ତିମୟ ପରିବେଶ । ବିପୁଳ ଆନନ୍ଦ, ଉତ୍ସାହ ଓ ଉଲ୍ଲାସର ସହ ବିଭିନ୍ନ ପୂଜାମଣ୍ଡପରେ ପ୍ରଭୁ ଗଣେଶଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ସକାଳୁ…
Read More...

ରାଷ୍ଟ୍ରପତି ଭବନରେ ଗୁଞ୍ଜିଲା କଳାହାଣ୍ଡିର ଘୁମୁରା

କେସିଙ୍ଗା, (ପ୍ରୀତେଶ ପଟେଲ) : ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଗୁଞ୍ଜିଲା କଳାହାଣ୍ଡିର ପ୍ରସିଦ୍ଧ ଲୋକନୃତ୍ୟ ଘୁମୁରାର ତାଳ । ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଘୁମୁରା ନୃତ୍ୟ ପରିବେଷଣ କରିଛନ୍ତି କଳାହାଣ୍ଡିର…
Read More...

ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବୃକ୍ଷରୋପଣ

କେସିଙ୍ଗା, (ପ୍ରୀତେଶ ପଟେଲ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ଆଜି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେସିଙ୍ଗାର ୟୁଥ୍ ଓ ଇକୋ କ୍ଲବର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହ ଆୟୋଜିତ ହୋଇଯାଇଛି । ବିଦ୍ୟାଳୟର…
Read More...

ନୂଆଁଖାଇ ଉପଲକ୍ଷେ କାଲସାଏପାଲିରେ ଫୁଟବଲ ମ୍ୟାଚ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ନୂଆଁଖାଇ ଅବସରରେ କାଲସାଏପାଲିରେ ଜମିଲା ଫୁଟବଲ ମ୍ୟାଚ୍‌ । ଜନ କଲ୍ୟାଣ ଯୁବକ ସଂଘ କାଲସାଏପାଲି ପକ୍ଷରୁ ଖୁଜେନପାଲି ଖେଳପଡ଼ିଆରେ ବିବାହିତ ଓ ଅବିବାହିତ ଯୁବକଙ୍କ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଫୁଟବଲ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା । ପ୍ରତିବର୍ଷ ଭଳି…
Read More...

ସୁରେଶ୍ୱରୀ ମନ୍ଦିରରେ ସେବା ସଂକଳ୍ପ ଅଭିଯାନର ପ୍ରଥମ ଦିନ

ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରଜ୍ୱଳନ ହେବ ୧ ଲକ୍ଷ ୪୪ ହଜାର ୬୨୩ ଗୋଟି ଦୀପ ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର ସୁରେଶ୍ୱରୀ ମନ୍ଦିର ପରିସରରେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ‘ସେବା ସଂକଳ୍ପ ଅଭିଯାନ’ର ପ୍ରଥମ ଦିନର କାର୍ଯ୍ୟକ୍ରମ ଆୟୋଜିତ…
Read More...

ସାପଲହରରେ ଜିଲ୍ଲା ସ୍ତରୀୟ ବୃକ୍ଷରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସାପଲହର ଗାୟତ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ‘ମାଆ ପାଇଁ ଗଛଟିଏ’ ଆହ୍ୱାନକୁ ନେଇ ବରଗଡ଼…
Read More...

ବୟୋଜ୍ୟେଷ୍ଠ ନାଗରିକ ଆବାସରେ ସେବା ସଂକଳ୍ପ ଅଭିଯାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ସ୍ଥିତ ଗ୍ରାମ ମଙ୍ଗଳ ପାଠାଗାର ଦ୍ୱାରା ପରିଚାଳିତ ବୟୋଜ୍ୟେଷ୍ଠ ନାଗରିକ ଆବାସରେ ସେବା ସଂକଳ୍ପ ଅଭିଯାନ ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆବାସର ଅନ୍ତେବାସୀଗଣ ମିଳିତ ଭାବେ ବୃକ୍ଷରୋପଣ…
Read More...

ଜିଲ୍ଲା ସଂକୀର୍ତ୍ତନ ପରିଷଦ ସ୍ୱତନ୍ତ୍ର ସାଧାରଣ ସଭା

“ଆମ କଳାକାର” ପୋର୍ଟାଲରେ ନଅଶହ ସାଂସ୍କୃତିକ ଦଳ ପଞ୍ଜିକରଣ କରିପାରିଥିବାରୁ ସରକାରଙ୍କୁ କୃତଜ୍ଞତା ଜ୍ଞାପନ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ସ୍ଥିତ ପଲ୍ଲିଶ୍ରୀବିହାର ରାଧାକୃଷ୍ଣ ମନ୍ଦିର ପରିସରରେ ଡ. ଶ୍ରୀକର ମିଶ୍ରଙ୍କ ସଭାପତିତ୍ୱରେ ପଶ୍ଚିମ ଓଡିଶା ସଂକିର୍ତ୍ତନ…
Read More...