ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା
"ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା, ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ ଗାନ୍ଧୀନଗର ପଡ଼ାସ୍ଥିତ ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଭକ୍ତି ଓ ଉତ୍ସାହର ପରିବେଶ ମଧ୍ୟରେ ଶ୍ରୀଗଣେଶ ପୂଜା ପାଳିତ ହୋଇଯାଇଛି ।!-->!-->!-->…
Read More...
Read More...