Yearly Archives

2026

ମାଣ୍ଡୋସିଲ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୋନ୍‌ସ୍ତରୀୟ କବାଡି ଚୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ସ୍ଥିତ ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ପୋର୍ଟା ମିନତୀ ଟେଟେଙ୍କ ନେତୃତ୍ୱରେ ମାଣ୍ଡୋସିଲ ଜୋନ୍‌ସ୍ତରୀୟ କବାଡି ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜୋନ୍‌ ଅଧୀନ…
Read More...

ପ୍ରାଥମିକ ବିଦ୍ୟାଳୟ ପୁଲସଖଣ୍ଡରେ ତୃତୀୟ କ୍ଲଷ୍ଟର ସ୍ତରୀୟ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ୍ ଅନ୍ତର୍ଗତ ବଡବନ୍ଧ କ୍ଲଷ୍ଟରର ଚଳିତ ଶିକ୍ଷାବର୍ଷର ତୃତୀୟ କ୍ଲଷ୍ଟର ସ୍ତରୀୟ ବୈଠକ ସରକାରୀ ପ୍ରାଥମିକ ବିଦ୍ୟାଳୟ ପୁଲସଖଣ୍ଡର ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ବୁଡେକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବଡବନ୍ଧ ଆଞ୍ଚଳିକ ସାଧନ କେନ୍ଦ୍ର…
Read More...

ରେଙ୍ଗାଲି ଗୋ-ହତ୍ୟା ଘଟଣାରେ ବାପ ପୁଅ ଗିରଫ

କୋର୍ଟ ଚାଲାଣ କଲା ପୁଲିସ, ଦୁଇ ଫେରାରଗୋ-ହତ୍ୟାକାରୀକୁ କୋର୍ଟ ଚାଲାଣ ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଥାନା ଅନ୍ତର୍ଗତ ଫଟାମୁଣ୍ଡା ଗାଁରେ ହୋଇଥିବା ଗୋ-ହତ୍ୟା ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ ଏହି ଘଟଣାରେ ଆହୁରି ଦୁଇ ଜଣ ଫେରାର ଥିବାରୁ…
Read More...

ନୂଆଦିଲ୍ଲୀ ବ୍ରିକ୍ସ ସମ୍ମିଳନୀ ଅବସରରେ ଆବୁଧାବିର କ୍ରାଉନ୍ ପ୍ରିନ୍ସଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ସେପ୍ଟେମ୍ବର ୨୦୨୬ରେ ୧୮ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ମହାମହିମ ଶେଖ୍ ଖାଲିଦ ବିନ୍ ମହମ୍ମଦଙ୍କ ସହ ଏକ ବୈଠକ କରିଥିଲେ।ଉଭୟ ନେତା ଭାରତ-ୟୁଏଇ ବ୍ୟାପକ ରଣନୀତିକ ସହଭାଗିତାର ଗୁରୁତ୍ୱକୁ ଦୋହରାଇଥିଲେ, ଯାହା ଦୃଢ଼…
Read More...

ବ୍ରିକ୍ସ ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ସେପ୍ଟେମ୍ବର ୨୦୨୬ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱାର ବିନ୍ ଇବ୍ରାହିମଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ।ପ୍ରଧାନମନ୍ତ୍ରୀ…
Read More...

ବ୍ରିକ୍ସ ସମ୍ମିଳନୀ ଅବସରରେ ନୂଆଦିଲ୍ଲୀରେ ଇଥିଓପିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଇଥିଓପିଆର ପ୍ରଧାନମନ୍ତ୍ରୀ ମହାମହିମ ଡ. ଅବିୟ ଅହମଦ ଅଲିଙ୍କୁ ଭେଟିଛନ୍ତି। ଭାରତର ଅଧ୍ୟକ୍ଷତାରେ ଆୟୋଜିତ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତାଙ୍କ ମଧ୍ୟରେ ଏହି ସାକ୍ଷାତ ହୋଇଛି।ଏହି ଅବସରରେ ଉଭୟ…
Read More...

ବଲାଙ୍ଗିରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା କୋର୍ଟ ପରିସର ସମେତ ସମସ୍ତ ତାଲୁକ ସ୍ତରୀୟ ଓ ତୁଷୁରା ନ୍ୟାୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ନ୍ୟାୟାଧୀଶ ହିରଣ୍ମୟ ବିଶୋଇଙ୍କ ଉପସ୍ଥିତି ଓ ନିର୍ଦ୍ଦେଶକ୍ରମରେ ଏହି ଲୋକ ଅଦାଲତ ଆୟୋଜିତ…
Read More...

ବଲାଙ୍ଗିରରେ ଆରମ୍ଭ ହେଲା ସ୍ୱଦେଶୀ ଶିଳ୍ପ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସୃଷ୍ଟି ହେଲପିଙ୍ଗ ହ୍ୟାଣ୍ଡ କଲ୍ୟାଣ ସଂଘ ତରଫରୁ ଆଜିଠାରୁ ଆରମ୍ଭ ହେଉଛି ସ୍ୱଦେଶୀ ଶିଳ୍ପ ମହୋତ୍ସବ । ସ୍ଥାନୀୟ କୋଶଲ କଳା ମଣ୍ଡଳ ପଡିଆରେ ଏକମାସ ପାଇଁ ଚାଲିବାକୁ ଥିବା ଏହି ପ୍ରଦର୍ଶନୀ ତଥା ବିକ୍ରୟ ମେଳାକୁ ସାଂସଦ ସଂଗୀତା ସିଂହଦେଓଙ୍କ ନୋମିନି ଦିନେଶ…
Read More...

ବାଲିଗୁଡ଼ାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ : ବିଭିନ୍ନ ମାମଲାର ଆପୋଷ ସମାଧାନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଜାତୀୟ ଆଇନ ସେବା ପ୍ରାଧୀକରଣଙ୍କ ଆଦେଶ ଅନୁଯାୟୀ ଶନିବାର ବାଲିଗୁଡ଼ା ସ୍ଥିତ ଦେୱାନୀ ଓ ଫୌଜଦାରି ଅଦାଲତ ପରିସରରେ ତାଲୁକ ଆଇନ ସେବା କମିଟି, ବାଲିଗୁଡ଼ା ପକ୍ଷରୁ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ଅତିରିକ୍ତ ଜିଲ୍ଲା ଜଜ୍‌ ତଥା ତାଲୁକ ଆଇନ…
Read More...

ବିଧାୟକ ଦୁର୍ଗା ତନ୍ତୀଙ୍କ ଦ୍ଵାରା ଅଭିଯୋଗ ଶୁଣାଣି ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଥିବା ଲାଠିକଟା ବ୍ଲକ ଅନ୍ତର୍ଗତ ଯଲଦା ପଂଚାୟତର ସି ବ୍ଲକ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ରଘୁନାଥପାଲ୍ଲୀ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ଦୁର୍ଗା ଚରଣ ତନ୍ତୀଙ୍କ ପ୍ରତକ୍ଷ…
Read More...