ମୁରିବାହାଲ ଡିଭାଇନ୍ କିଡସ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ହୁଲହୁଲି ୨.୦
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଡିଭାଇନ୍ କିଡସ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ହୁଲହୁଲି ୨.୦ ଏକ ବର୍ଣ୍ଣାଢ଼୍ୟ ସମାରୋହରେ ଅନୁଷ୍ଠିତ ହୋଇଯାଇଛିଫ ଏହି ପବ୍ଲିକ ସ୍କୁଲର ପ୍ରତିଷ୍ଠାତା ସମ୍ପାଦକ ଗିରିଧାରୀ ବନଛୋରଙ୍କ!-->…
Read More...
Read More...