Yearly Archives

2026

ଉତ୍କଳ ବିଶ୍ୱବିଦ୍ୟାଳୟ ସମାଜଶାସ୍ତ୍ର ବିଭାଗର ପ୍ରବେଶୋତ୍ସବ ଅନୁଷ୍ଠିତ

ସମାଜ ଆମ ଯୋଗାଯୋଗ ପଦ୍ଧତିକୁ ଆକାର ଦେଇଥାଏ : ଶ୍ରୀ ଅଖିଳ କୁମାର ମିଶ୍ର ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱର ବାଣୀବିହାରଠାରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗ ପକ୍ଷରୁ ଆଜି ‘ଯୋଗାଯୋଗ ଓ ପ୍ରଶାସନର ସମାଜଶାସ୍ତ୍ର’ ବିଷୟବସ୍ତୁ ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି…
Read More...

ବାନ୍ଦୁପଲା କ୍ଲଷ୍ଟରସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାନ୍ଦୁପଲା କ୍ଲଷ୍ଟର ଅଧିନସ୍ଥ ଲେତେରମାଲ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ସିଆରସିସି ଲିଲୁ ମୋହନ ପଧାନଙ୍କ ଆହ୍ୱାନକ୍ରମେ ଲେତେରମାଲ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ମହେନ୍ଦ୍ର…
Read More...

କଣ୍ଟାବାଞ୍ଜି ବିଧାୟକଙ୍କୁ ବିପର୍ଯ୍ୟସ୍ତ ରାସ୍ତା ସମସ୍ୟା ନେଇ ଲେଞ୍ଝା ଗ୍ରାମବାସୀଙ୍କ ଦାବିପତ୍ର

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲେଞ୍ଝା ଗ୍ରାମବାସୀ ମାତ୍ର ୩ କିମି ବିପର୍ଯ୍ୟସ୍ତ ରାସ୍ତା ସମସ୍ୟା ପାଇଁ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଶୁକ୍ରବାର ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପୂର୍ବରୁ…
Read More...

କୁର୍ଲୁବାହାଲ ହାଇସ୍କୁଲରେ ଜୋନାଲସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ମୁରିବାହାଲ ବ୍ଲକ ବିଦ୍ୟାଳୟ ସମୂହ ଜୋନାଲସ୍ତରୀୟ ୧ର ଖେଳକୁଦ ଚୟନ ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ତିନି ଦିନଧରି କୁର୍ଲୁବାହାଲ ହାଇସ୍କୁଲଠାରେ ଚାଲିଥିବା ଖୋଖୋ, କବାଡି, ଫୁଟବଲ, କ୍ରିକେଟ ଏବଂ ଏଥେଲେଟିକରେ ବିଭିନ୍ନ ବିଦ୍ୟାଳୟରୁ…
Read More...

ମୁରିବାହାଲ କ୍ଲଷ୍ଟରରେ ତୃତୀୟ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ କ୍ଲଷ୍ଟର ଅଧୀନ ଷ୍ଟେସନପଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ତୃତୀୟ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ କ୍ଲଷ୍ଟର ଅଧୀନସ୍ଥ ସମସ୍ତ ଏଲିମେଣ୍ଟାରି ସ୍କୁଲର ପ୍ରଧାନ ଶିକ୍ଷକ ଓ ଏଫଏଲଏନ୍ ଶିକ୍ଷକମାନେ…
Read More...

ମୁରିବାହାଲ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ ସ୍ପାର୍କ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ସ୍ପାର୍କ ଉତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନ ପରିସର ଉତ୍ସବମୁଖର ହୋଇଉଠିଥିଲା । ଆଦର୍ଶ ବିଦ୍ୟାଳୟ…
Read More...

ମ୍ୟୁନିସିପାଲ ମହାବିଦ୍ୟାଳୟ, ରାଉରକେଲାରେ ଦ୍ୱି-ଦିବସୀୟ ଜାତୀୟ ଆଲୋଚନା ଚକ୍ର ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମ୍ୟୁନିସିପାଲ ମହାବିଦ୍ୟାଳୟ, ରାଉରକେଲାଠାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ପିଏମ୍‌- ଉଷା ଯୋଜନା ସହଯୋଗରେ ଏକ ଦ୍ୱି-ଦିବସୀୟ ଜାତୀୟ ଆଲୋଚନା ଚକ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ଆଲୋଚନା ଚକ୍ରର ବିଷୟବସ୍ତୁ ଥିଲା “ବଦଳୁଥିବା ବିଶ୍ୱ…
Read More...

ଡିପିସି ଅଧକ୍ଷ ଦୁର୍ଗା ତନ୍ତୀଙ୍କଙ୍କ ହେମଗିରି ଅଞ୍ଚଳ ଗସ୍ତ

ବ୍ଲକ କାର୍ଯ୍ୟାଳୟରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କଲେ ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଜିଲ୍ଲା ଯୋଜନା ବୋର୍ଡ଼ର ଅଧକ୍ଷ ତଥା ରଘୁନାଥପାଲ୍ଲୀ ବିଧାୟକ ଶ୍ରୀ ଦୁର୍ଗା ଚରଣ ତନ୍ତୀ ଆଜି ଦ୍ଵିତୀୟ ଦିନରେ ହେମଗିରି ବ୍ଲକ ଗସ୍ତ କରିଥିଲେ । ଏହି ଅବସରରେ ଅଧକ୍ଷ ଦୁର୍ଗା ତନ୍ତୀ…
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ “ବେଟି ବଚାଓ ବେଟି ପଢ଼ାଓ” ଓ ନାରୀ ଶିକ୍ଷା ଓ ସଚେତନତା…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ଅଧ୍ୟକ୍ଷତାରେ ବ୍ଲକ ସ୍ତରୀୟ "ବେଟି ବଚାଓ ବେଟି ପଢ଼ାଓ" ଏବଂ ନାରୀ ଶିକ୍ଷା ଓ ସୁରକ୍ଷାକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।…
Read More...

ବରଗଡ଼ ବ୍ଲକ କାର୍ଯ୍ୟାଳୟରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମୀକ୍ଷା କଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବରଗଡ଼ ବ୍ଲକ କାର୍ଯ୍ୟାଳୟଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ତଥା ଉନ୍ନୟନ ମୂଳକ ଯୋଜନାର ସମୀକ୍ଷା କରିଥିଲେ । ଗ୍ରାମାଞ୍ଚଳରେ ଭିତ୍ତିଭୂମିର ବିକାଶ ଏବଂ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇଦେବା…
Read More...