ବାଲ୍ୟ ବିବାହ ନିଷେଧ ଆଇନ-୨୦୦୬ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ୍ କାର୍ଯ୍ୟକାରିତା ଓ ବାଲ୍ୟ ବିବାହ ନିଷେଧ ଅଧିକାରୀମାନଙ୍କ ଦକ୍ଷତା ବୃଦ୍ଧି ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ପରିଷଦର ରୁଷିକୁଲ୍ୟା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ!-->…
Read More...
Read More...