ସିରୋଲ ପିଏମ୍ଶ୍ରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ପିଏମ୍ଶ୍ରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ବରିଷ୍ଠ ଶିକ୍ଷୟିତ୍ରୀ ଅନୁପ୍ରୀୟା ତାଣ୍ଡିଙ୍କ ଅବସରକାଳୀନ ଓ ଶିକ୍ଷକ ଆଶିଷ କୁମାର ତ୍ରିପାଠୀଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...