ବ୍ରାହ୍ମଣ ମହାସଭା ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ଯୋଗର୍ସ ପାର୍କ ନିକଟସ୍ଥ ପ୍ରସ୍ତାବିତ ପର୍ଶୁରାମ କଲ୍ୟାଣ ମଣ୍ଡପ ପରିସରରେ ଜିଲ୍ଲା ବ୍ରହ୍ମଣ ମହାସଭା ଆନୁକୂଲ୍ୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି । ପରିବେଶ ସୁରକ୍ଷା ଓ ସବୁଜିମା ବୃଦ୍ଧିର ଉଦ୍ଦେଶ୍ୟ ନେଇ!-->…
Read More...
Read More...