ସଡକ ସୁରକ୍ଷା ସମ୍ପର୍କରେ ଶିକ୍ଷାଦାନ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଡକ ସୁରକ୍ଷା ସମ୍ପର୍କରେ ଜାଣିବା ପ୍ରତ୍ୟେକଙ୍କ ପାଇଁ ଜରୁରୀ ଅଟେ । ତେଣୁ ଗତକାଲି ବଲାଙ୍ଗିର ଜିଲ୍ଲାର ସ୍ଥାନୀୟ ମନୋହରପୁର ଉଚ୍ଚ ବିଦ୍ୟାଳୟଠାରେ ଅଗ୍ନିଶମ ବିଭାଗ ଓ ଟ୍ରାଫିକ ନିୟନ୍ତ୍ରଣ ଅଧିକାରୀଙ୍କ ମିଳିତ ସହଯୋଗରେ ସଡକ ସୁରକ୍ଷା ସମ୍ପର୍କରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ ମାଧ୍ୟମରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସହରର ବହୁ ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.