ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତି ବିଦ୍ୟାର ସହାୟତାରେ ବିଭିନ୍ନ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତି ବିଦ୍ୟାର ସହାୟତାରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହିତାଧିକାରୀ ଭିତ୍ତିକ ଯୋଜନା ମାଧ୍ୟମରେ ନୂତନ ଭାବେ ସ୍ଥାପିତ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ୟୁନିଟ୍‌ର ଜିଆଇଏସ୍ ମ୍ୟାପିଙ୍ଗ୍ ପ୍ଲାଟଫର୍ମ ଲୋକାର୍ପଣ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.