ଆସନ୍ତାକାଲି ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ବନ୍ଦ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆସନ୍ତାକାଲି ଜ୍ୟେଷ୍ଠ ଶୁକ୍ଲ ଅଷ୍ଟମୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍ନ ଘ.୪ଟା ରୁ ସନ୍ଧ୍ୟା ଘ.୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।

Leave A Reply

Your email address will not be published.