pakka

ବନ୍ଧପଡାରେ ସଡକ ଦୁର୍ଘଟଣା : ଜଣେ ଗୁରୁତର ବଲାଙ୍ଗିର ମେଡିକାଲରେ ଭର୍ତ୍ତି

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ବନ୍ଧପଡା ନିକଟରେ ଏକ ସଡକ ଦୁର୍ଘଟଣା ଘଟିି ଜଣେ ବ୍ୟକ୍ତି ଗୁରୁତର ଭାବେ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ଗୁରୁତର ବ୍ୟକ୍ତି ଜଣକ ସଂଜୟ ପଟ୍ଟନାୟ(୩୮) ବୋଲି ଜଣାପଡିଛି । ସୂଚନା ଯୋଗ୍ୟ ଯେ, ସଂଜୟ କୌଣସି ଏକ କାମରେ ବାଇକ ଯୋଗ ଯାଉଥିବା ବେଳେ ବନ୍ଧପଡାରେ ଭାରସାମ୍ୟ ହରାଇ ପଡି ଯାଇଥିଲେ । ଫଳରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲେନ୍ସ ଯୋଗେ ଭୀମ ଭୋଇ ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି ।

Leave A Reply

Your email address will not be published.

ten − 8 =