୨ୟ ପର୍ଯ୍ୟାୟରେ ୨୯୦୬ଟି ହାଇସ୍କୁଲ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ପିଲାମାନଙ୍କ ଆତ୍ମ ବିଶ୍ୱାସ ବୃଦ୍ଧିରେ ସହାୟକ ହୋଇପାରିଛି । ଏହା ଦ୍ୱାରା ଭବିଷ୍ୟତରେ ଛାତ୍ରଛାତ୍ରୀମାନେ ଓଡିଶାର ରୂପାନ୍ତରଣରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରି ପାରିବେ । ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ୨ୟ ପର୍ଯ୍ୟାୟରେ ୨୯୦୬ଟି ହାଇସ୍କୁଲକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.