ସମଲେଶ୍ୱରୀ ଶିଶୁ ମନ୍ଦିରରେ ଶୋକସଭା

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ ବାଙ୍କେଲ ଗ୍ରାମସ୍ଥିତ ସମଲେଶ୍ୱରୀ ଶିଶୁ ମନ୍ଦିରର ପ୍ରତିଷ୍ଠାତା ବିରାଜ ପୁଟେଲଙ୍କ ବିଯୋଗରେ ଶୁକ୍ରବାର ବିଦ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ଅଲେଖ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶେକସଭାରେ ଆଚାର୍ଯ୍ୟ ନିରଞ୍ଜନ ପାଣ୍ଡେ ଓ ସମସ୍ତ ଗୁରୁଜୀ ଗୁରୁମା’, ସମସ୍ତ ଛାତ୍ରଛାତ୍ରୀ ଓ ଅବିଭାବକମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.